Posted inଜାତୀୟ

ମହିଳାମାନେ ନାଇଟ୍‌ ଡ୍ୟୁଟି କରିବା ଉଚିତ୍‌ କି? ସରକାରଙ୍କୁ କଡ଼ା ତାଗିଦ୍‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ନାଇଟ୍‌ ଡ୍ୟୁଟିକୁ ନେଇ ସୁପ୍ରିମକୋର୍ଟ ବଙ୍ଗଳା ସରକାରଙ୍କୁ କଡ଼ା ତାଗିଦ କରିଛନ୍ତି। ଡାକ୍ତରଖାନାରେ ମହିଳା ଡାକ୍ତରଙ୍କ ନାଇଟ୍‌ ସିଫ୍ଟ ରଦ୍ଦ କରିବା ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ, CJI DY Chandrachud, ଜଷ୍ଟିସ ଜେ.ବି ପାରଦୀୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ବେଞ୍ଚ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ କଡ଼ା ଭର୍ତ୍ସନା କରିଛନ୍ତି। ସେ କହିଛନ୍ତି, ମହିଳାମାନେ ରାତିରେ କାହିଁକି କାମ କରିପାରିବେ ନାହିଁ? ମହିଳା ଡାକ୍ତରଙ୍କ ଉପରେ କାହିଁକି ପ୍ରତିବନ୍ଧକ ଲଗାଯାଉଛି?

ସୁପ୍ରିମକୋର୍ଟ ଆହୁରି କହିଛନ୍ତି, ପାଇଲଟ, ସେନା ସମେତ ସମସ୍ତ ବୃତ୍ତିରେ ମହିଳାମାନେ ରାତିରେ ସିଫ୍ଟ କରିପାରିବେ ନାହିଁ ବୋଲି କହିବା ଠିକ୍‌ ନୁହେଁ। ଏହା ତାଙ୍କ କ୍ୟାରିୟର ଉପରେ ପ୍ରଭାବ ପକେଇବ। ସେମାନଙ୍କୁ ସୁରକ୍ଷା ଯୋଗାଇବା ସରକାରଙ୍କ କାମ। ମହିଳାମାନେ କୌଣସି ସୁବିଧା ଚାହୁଁନାହାଁନ୍ତି ସରକାରଙ୍କ ପକ୍ଷରୁ ସୁରକ୍ଷା ଚାହୁଁଛନ୍ତି । ଏଥିସହ ଉଇକିପିଡ଼ିଆରୁ ପୀଡ଼ିତାଙ୍କ ନାମ ଏବଂ ଫଟୋ ହଟାଇବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ପୀଡିତାଙ୍କ ପରିଚୟ କୌଣସି ରୂପରେ ପ୍ରକାଶ କରାଯିବା ଉଚିତ ନୁହେଁ। ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟରେ ଏହି ମାମଲାର ପୁନଃଶୁଣାଣି କେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’ ପରେ ଯଦି ଭାଙ୍ଗିଯବ ସରକାର ତେବେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ନିର୍ବାଚନ ପ୍ରସ୍ତାବକୁ ମୋଦି କ୍ୟାବିନେଟରେ ଅନୁମୋଦନ ମିଳିଛି। ଏହାକୁ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି। ପ୍ରଥମ...

ଭାରତ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ କାନାଡା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓଟଓ୍ବା,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ପୁଣି ଥରେ ଉତ୍ତେଜନା ବଢୁଥିବା ଜଣାପଡିଛି। କାନାଡିଆନ ସିକ୍ୟୁରିଟି ଇଣ୍ଟେଲିଜେନ୍ସ ସର୍ଭିସ (ସିଏସ୍‌ଆଇଏସ୍‌) କହିଛି, ଚାଇନା ଏବଂ ଭାରତ...

ତିରୁମାଲାଙ୍କ ପ୍ରସାଦରେ ପଶୁ ଚର୍ବି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଅଭିଯୋଗ ପରେ ତୀବ୍ର ଉତ୍ତେଜନା

ହାଇଦ୍ରାବାଦ,୧୯ା୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ପୂର୍ବ ସରକାର ଜଗନମୋହନ ରେଡ୍ଡୀଙ୍କ ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ପରେ ରାଜ୍ୟର ରାଜନୀତି...

ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କୁ ବଡ଼ ଝଟକା

ମୁମ୍ବାଇ,୧୯।୯: ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ସମୟରେ ଶରଦ...

ଟସ୍‌ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍‌କା

ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ...

ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା

ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri