ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨୨।୫(ସୁନିତ୍‌ ମିଶ୍ର):ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଏବଂ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ତରଫରୁ ଜବାବ ତଲବ କରାଯାଇଛି। କାହିଁକି ସେମାନଙ୍କ ବିଧାୟକ ପଦବୀ ରଦ୍ଦ ନ କରାଯିବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ଆସନ୍ତା ୨୭ ସୁଦ୍ଧା କାରଣ ଦର୍ଶାଅ ନୋଟିସର ଉତ୍ତରଦେବାକୁ କୁହାଯାଇଛି। ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି କରାଯାଇଛି। ପୂର୍ବରୁ ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକଙ୍କ ପଦ ରଦ୍ଦ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

KIIT University: ସାଙ୍ଘାତିକ କଥା କହିଲେ ପୁରୁଷ ବନ୍ଧୁ ଯୁବତୀଙ୍କ ସହ ଥିଲା ୨ ବର୍ଷର ପ୍ରେମ ସମ୍ପର୍କ , ଯୁବତୀ ଆଗକୁ…

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଆଦ୍‌ଭିକ୍‌ ଶ୍ରୀବାସ୍ଥବ ରିମାଣ୍ଡ ପରେ ଝାରପଡ଼ା ଜେଲ ଯାଇଛନ୍ତି। ରିମାଣ୍ଡ ବେଳେ...

KIIT University: ଭାଇରାଲ ଭିଡିଓର କରାଯିବ ଭଏସ ସ୍ପେକ୍ଟ୍ରୋଗ୍ରାଫି

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁମାନଙ୍କୁ ସମନ ହୋଇଥିଲା...

KIIT University: ପୂର୍ବ ସରକାରଙ୍କ ସମୟରେ ଅହେତୁକ ଅନୁକମ୍ପା ବର୍ତ୍ତମାନର ସରକାର କଠୋର ଆକ୍ସନ, କାହିଁକି ଏମିତି କହିଲେ…

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି କିଟ୍‌ରେ ଘଟିଥିବା...

Weather: ଏସବୁ ଜିଲାରେ ଘଡ଼ଘଡ଼ି ସହ ଛେଚିବ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨ା୨: ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ...

ଭାଜପା ସରକାର ଓଡ଼ିଶାକୁ ଋଣ ଭାରରେ ବୁଡାଇ ଦେବ: ଜାଣନ୍ତୁ ବିରୋଧୀଙ୍କୁ କ’ଣ କହଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୨।୨: ୨୦୨୫-୨୬ ବର୍ଷ ପାଇଁ ଉପସ୍ଥାପିତ ହୋଇଥିବା ବଜେଟ ଆଲୋଚନାବେଳେ ବିରୋଧୀ ଦଳର ବିଧାୟକମାନେ ରାଜ୍ୟ ସରକାରଙ୍କୁ ଋଣ ଗ୍ରସ୍ତ ବୋଲି ଉପସ୍ଥାପିତ କରିବା ସହ...

ବଡ଼ ଯା’ liver ଦେଇ ବି ବଞ୍ଚିଲେନି ସାନ, ଅସ୍ତ୍ରୋପଚାର ସମୟରେ ଡାକ୍ତର କାଟି ଦେଇଥିଲେ…

ସମ୍ବଲପୁର,୨୨ା୨(ପ୍ରମୋଦ ବହିଦାର): ଲିଭର ବା ଯକୃତ ପ୍ରତିରୋପଣ ସତ୍ତ୍ବେ ଜୀବିତ ରହି ପାରିଲେ ନାହିଁ ମହିଳା। ଶୁକ୍ରବାର ରାତିରେ ଡାକ୍ତରଙ୍କ ବହୁ ଚେଷ୍ଟା ସତ୍ତ୍ବେ ହାଇଦ୍ରାବାଦର...

ଦୁଇ ATM ଭାଙ୍ଗିଲେ ଦୁର୍ବୃତ୍ତ: ସାଇରନ ବାଜିବାରୁ…

ସାବରଙ୍ଗ,୨୨ା୨(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କଲେଜ ରୋଡ୍‌ରେ ଥିବା ଦୁଇଟି ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ। ଏଠାରେ ଥିବା...

ପରୀକ୍ଷା କେଦ୍ରରେ ପହଞ୍ଚିଗଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପରେ…

ଭୁବନେଶ୍ୱର,୨୨।୨: ମାଟ୍ରିକ୍‌ ପରୀକ୍ଷା ଶୁକ୍ରବାର ଆରମ୍ଭ ହୋଇ ଯାଇଛି। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ଭୁବନେଶ୍ବରସ୍ଥିତ କ୍ୟାପିଟାଲ ହାଇସ୍କୁଲରେ ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image