ମୁମ୍ବାଇ ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ରବିବାର ନିଜର ୩୭ ତମ ଜନ୍ମଦିନ ଧୁମଧାମ୍ରେ ପାଳନ କରିଛନ୍ତି। ଶ୍ରଦ୍ଧାଙ୍କ ଜନ୍ମଦିନରେ ପ୍ରଶଂସକମାନେ ତାଙ୍କୁ ବିଭିନ୍ନ ଉପାୟରେ ଅଭିନନ୍ଦନ ଜଣାଇଛନ୍ତି। ତେବେ ଏହି ଅବସରରେ ସ୍କୁଲ ପରେ ତାଙ୍କୁ ଅଭିନୟ ଛାଡ଼ିବାକୁ ପଡ଼ିଥିବା ନେଇ ଏକ ସାକ୍ଷାତ୍କାରରେ ଶ୍ରଦ୍ଧା ପ୍ରକାଶ କରିଛନ୍ତି। ପିଲାଦିନୁ ହିଁ ବିଦ୍ୟାଳୟରେ ଜଣେ ମେଧାବୀ ଛାତ୍ରୀ ଥିବା ସହ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ୯୫ ପ୍ରତିଶତ ନମ୍ବର ସହ ପ୍ରଥମ ଡିଭିଜନରେ ସେ ପାସ୍ କରିଥିବା ଶ୍ରଦ୍ଧା ଏହି ସାକ୍ଷାତ୍କାରରେ କହିଛନ୍ତି। ବିଦେଶରେ ଉଚ୍ଚଶିକ୍ଷା ଅଧ୍ୟୟନ କରିବାକୁ ଇଚ୍ଛା ଥିବାରୁ ସେ ଗ୍ରାଜୁଏଶନ୍ ପଢ଼ିବାକୁ ଲଣ୍ଡନର ବୋଷ୍ଟନ୍ ବିଶ୍ୱ ବିଦ୍ୟାଳୟରେ ନାମ ଲେଖାଇଥିଲେ। ତେବେ ବଲିଉଡ୍ର ବରିଷ୍ଠ ଅଭିନେତା ଶକ୍ତି କପୁରଙ୍କ ଝିଅ ହୋଇଥିବାରୁ, କଲେଜ ଅଧ୍ୟୟନ ସମୟରେ ତାଙ୍କୁ ଅଭିନୟ ପାଇଁ ଅନେକ ଅଫର୍ ଆସିଥିଲା। ଅଭିନୟ ପ୍ରତି ତାଙ୍କର ଦୁର୍ବଳତା ଥିବାରୁ ସେ ତାଙ୍କ ଗ୍ରାଜୁଏସନ୍ ପଢ଼ା ଅଧାରେ ଛାଡି ଭାରତ ଫେରି ଆସି ଅଭିନୟରେ ନିଜର କ୍ୟାରିୟର କରିବାକୁ ନିଷ୍ପତ୍ତି ନେଇଥିଲେ।

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ
ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍...

ଉଗ୍ରରୂପ ନେଲା ଓ୍ବକ୍ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍ ସେବା ବନ୍ଦ
କୋଲକାତା,୧୨।୪: ଓ୍ବକ୍ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ
କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ
କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା
ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି
ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…
ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...