ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପଇତାଲାଗି ନୀତି  ଏକ ବିଶେଷ ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା...

ଭାଜପାର ସକ୍ରିୟ ସଦସ୍ଯ ସମ୍ମଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମଳନୀ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ଶସସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ରାୟଫୁଲସ ବନ୍ଧୁକ, ଗୋଟିଏ...

୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ

ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ...

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ...

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ...

ଖବରଦାତାଙ୍କ ମାତୃ ବିୟୋଗ

ସୁନାବେଡା,୨୦ା୪(କୃତ୍ତିବାସ ପ୍ରଧାନ)-କୋରାପୁଟ ଧରିତ୍ରୀ ଖବରକାଗଜ ଜିଲା ପ୍ରତିନିଧି ଅମିତାଭ ବେହେରାଙ୍କ ମା’ ସୌଦାମିନୀ ବେହେରା(୮୦)ଙ୍କ ରବିବାର ସକାଳ ୭ଟାରେ ଦେହାନ୍ତ ହୋଇଛି। ସେ କିଛିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image