ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠର ପୁନରୁଦ୍ଧାର କାମ କରିବା ପାଇଁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।

ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଏବଂ ଗୁଳ୍ମ ଲଗାଇବାକୁ ପାଣ୍ଡିଆନ ଅଧିକାରୀଙ୍କୁ କହିଛନ୍ତି। ଏତଦବ୍ୟତୀତ ମେଘନାଦ ପାଚେରି ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି।

ଏପରିକି ସ୍ଥାନୀୟ ଲୋକଙ୍କ ସହ ସେବାୟତଙ୍କ ସୁବିଧା ପାଇଁ ପାର୍କିଂ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍‌ ବ୍ୟବସ୍ଥା କାମ ନର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା...

କେନ୍ଦ୍ର ଫୋକସ୍‌ରେ ଓଡ଼ିଶା, ଶାହା ଆସିବେ ହେଲେ ସମ୍ବଲପୁର ଯିବେନି…

ଭୁବନେଶ୍ୱର,୨୬।୧୨: ଚଳିତ ମାସ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri