ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୨(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନା କରିଛନ୍ତି। ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ପରିଚୟ। ଆମ ଇତିହାସ, ସଂସ୍କୃତି, ପରମ୍ପରା ଏବଂ ବିଶ୍ୱାସ ସବୁକିଛି ମହାପ୍ରଭୁଙ୍କୁ ନେଇ ଗଢ଼ିଉଠିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶ୍ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ରୂପେ ଗଢ଼ି ତୋଳିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

Share