Posted inଖେଳ

ତୃତୀୟ ଦିନିକିଆରେ ଚମକିଲେ ଶୁଭମନ

ଥିରୁବନନ୍ତପୁରମ୍‌,୧୫।୧: ଶ୍ରୀଲଙ୍କା ବିପକ୍ଷରେ ରବିବାର ଖେଳାଯାଉଥିବା ତୃତୀୟ ଦିନିକିଆରେ ଚମକିଛନ୍ତି ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ୍‌। ସେ ନିଜର ଦିନିକିଆ କ୍ୟାରିୟରରେ ଦ୍ୱିତୀୟ ଶତକ ମାରିବାରେ ସଫଳ ହୋଇଛନ୍ତି। ଗିଲ ୮୯ ବଲ୍‌ରେ ଏହି ଶତକ ପୂରଣ କରିଛନ୍ତି। ଏଥିରେ ୧୧ ଚୌକା ଏବଂ ୨ ଛକା ରହିଛି। ତେବେ ସେ ମ୍ୟାଚ୍‌ରେ ମୋଟ ୧୧୬ ରନ୍‌ କରି ପ୍ୟାଭିଲିୟନ ଫେରିଛନ୍ତି।

ଅଧିନାୟକ ରୋହିତ ଶର୍ମାଙ୍କ ସହ ଓପନିଂ କରିବାକୁ ଓହ୍ଲାଇଥିଲେ ଶୁଭମନ। ୯୫ରନ୍‌ର ଭାଗିଦାରୀ ପରେ ରୋହିତ ଆଉଟ୍‌ ହୋଇଥିଲେ। ପରେ କୋହଲିଙ୍କ ସହ ଶୁଭମନଙ୍କ ଯୋଡ଼ି ଇନିଂସକୁ ଆଗକୁ ନେଇଥିଲେ। ଦଳର ସ୍କୋର ୩୩.୪ ଓଭରରେ ୨୨୬ ଥିବା ବେଳେ ଶୁଭମନ ଆଉଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2025 ଉଦଘାଟନୀ ମ୍ୟାଚ୍ ବାତିଲ ହେବାର ସମ୍ଭାବନା, ଛାଇଲା ବର୍ଷାର କଳା ବାଦଲ

କୋଲକାତା,୨୧ା୩: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଡିଫେଣ୍ଡିଂ ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ଶନିବାର ସିଜିନ୍ ର ପ୍ରଥମ ମୁକାବିଲାରେ ବିରାଟ କୋହଲିଙ୍କ ଅଭିନୀତ ରୟାଲ୍...

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୨୧ା୩: କ୍ରୀଡା ମନ୍ତ୍ରଣାଳୟ ସୂତ୍ର ଅନୁଯାୟୀ, ଭାରତ ୨୦ ମାର୍ଚ୍ଚ, ଗୁରୁବାର ଅହମ୍ମଦାବାଦ ସହରରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ...

କ୍ୟାପ୍ଟେନ୍ସ ମିଟ୍‌ରେ ହେଲା ବଡ଼ ନିଷ୍ପତ୍ତି: ଓଭର ହାର ଲାଗି ଅଧିନାୟକଙ୍କୁ…

ନୂଆଦିଲ୍ଲୀ,୨୦ା୩: ଆଇପିଏଲ୍‌ରେ ଓଭର ହାର ଅପରାଧ ଲାଗି ଅଧିନାୟକଙ୍କୁ ବ୍ୟନ୍‌ କରାଯିବ ନାହିଁ। ଏହା ବଦଳରେ ଡିମେରିଟ ପଏଣ୍ଟ ଦିଆଯିବ। ଗୁରୁବାର ଅନୁଷ୍ଠିତ କ୍ୟାପ୍ଟେନ୍ସ ମିଟ୍‌ରେ...

ଡବ୍ଲ୍ୟୁଟିସିରେ ଲାଗୁ ହୋଇପାରେ ନୂଆ ବୋନସ ପଏଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୨୦ା୩: ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ର ୨୦୨୫-୨୭ ସାଇକେଲରେ ଏକ ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଲାଗୁ କରାଯାଇପାରେ। ଯାହାଫଳରେ ଉଚ୍ଚ ର଼୍ୟାଙ୍କଧାରୀ ଦଳ ବିପକ୍ଷରେ ବିଜୟ...

ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର

ଶିମ୍‌ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍‌ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି...

ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ...

IPL 2025 କାର୍ଯ୍ୟସୂଚୀରେ ହେଲା ପରିବର୍ତ୍ତନ, କୋଲକାତା-ଲକ୍ଷ୍ନୌ ମ୍ୟାଚର ସ୍ଥାନ ହୋଇଛି ପରିବର୍ତ୍ତନ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୦।୩: ଏପ୍ରିଲ ୬ରେ ହେବାକୁ ଥିବା କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ (LSG) ମଧ୍ୟରେ ମ୍ୟାଚ ଏବେ କୋଲକାତା ପରିବର୍ତ୍ତେ ଗୁଆହାଟୀରେ...

ସାକିବଙ୍କୁ ବଡ଼ ଆସ୍ବସ୍ତି

ଢାକା,୨୦ା୩:: ବାଂଲାଦେଶର ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କୁ ସନ୍ଦେହଜନକ ବୋଲିଂ ଆକ୍ସନରୁ ମୁକ୍ତ କରାଯାଇଛି। ସେ ଏବେ ଅନ୍ତର୍ଜାତୀୟ ଦିନିକିଆ ଓ ବିଶ୍ୱର ବିଭିନ୍ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image