Posted inଖେଳ

ଗିଲ ମାରିଲେ ୯୫ ମିଟର ଲମ୍ବା ଛକା, ଆଖି ପିଛୁଳାକେ ଷ୍ଟାଡିୟମ ବାହାରକୁ ଚାଲିଗଲା ବଲ୍‌; ଦେଖନ୍ତୁ ଭିଡିଓ…

ବେଙ୍ଗାଲୁରୁ,୧୨।୧୧:  ଭାରତୀୟ କ୍ରିକେଟ ଟିମ୍‌ ବାଙ୍ଗାଲୁରୁର ଏମ୍‌. ଚିନ୍ନସ୍ବାମୀ ଷ୍ଟାଡିୟମରେ ରବିବାର ଅନ୍ତିମ ଲିଗ୍‌ ମ୍ୟାଚ୍‌ ଖେଳୁଛି। ନେଦରଲ୍ୟାଣ୍ଡ୍ସ ବିପକ୍ଷରେ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଏଯାବତ ଟିମ୍‌ ଇଣ୍ଡିଆ ୮ ମ୍ୟାଚ୍‌ ଖେଳିଥିବା ବେଳେ ସବୁଥିରେ ବିଜେତା ହୋଇଛି। ଏଣୁ ପୂର୍ବରୁ ହିଁ ଦଳ ସେମିଫାଇନାଲ ଟିକେଟ ହାସଲ କରିଛି। ଏମିତିରେ ଦଳ ୯ମ ମ୍ୟାଚ୍‌କୁ ଜିତି ନିଜ ଫର୍ମକୁ ବଜାୟ ରଖିବ ବୋଲି ଆଶା ରଖିଛି।
ମ୍ୟାଚ୍‌ ଆରମ୍ଭରୁ ଓପନିଂ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ ଏବଂ ରୋହିତ ଶର୍ମା ଦଳକୁ ଭଲ ଆରମ୍ଭ ଦେଇଥିଲେ। ତେବେ ବ୍ୟାଟିଂ ବେଳେ ଗିଲ ଏଭଳି ଏକ ଶଟ୍‌ ଖେଳିଥିଲେ, ତାହା ମଇଦାନ ବାହାରକୁ ଚାଲିଯାଇଥିଲା। ଏହା ୯୫ ମିଟର ଲମ୍ବା ଥିଲା। ବଲଟି ଷ୍ଟାଡିୟମର ପାର୍କିଂରେ ପଡ଼ିଥିବା କମେଣ୍ଟେଟର୍ସ ସୂଚନା ଦେଇଥିଲେ।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ...

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ପ୍ରଥମ ବଲ୍‌ରେ ଇତିହାସ ରଚିଲେ ଶାମି, ପରେ କରିଦେଲେ ବଡ଼ ଭୁଲ; ଦେଖିବାକୁ ମିଳିଲା..  

ନୂଆଦିଲ୍ଲୀ,୨୫।୪: IPL ୨୦୨୫ର ୪୩ତମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ମହମ୍ମଦ ଶାମି ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ପ୍ରଥମ ବଲ୍‌ରେ ଇତିହାସ ରଚିଛନ୍ତି।...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image