ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି । ପଞ୍ଚାୟତର ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ସିମେଣ୍ଟର ବେଞ୍ଚ ପକାଯାଇଛି ଯେଉଁଠି ପଥଚାରୀମାନେ କିଛି ସମୟ ବିଶ୍ରାମ ନେବାକୁ ବସିବା ସୁବିଧା ହେବ। କିନ୍ତୁ ଯେଉଁ ସବୁ ସ୍ଥାନରେ ଏହି ବେଞ୍ଚ ପଡିଛି ସେହି ସବୁ ସ୍ଥାନରେ ଅଳିଆ ଆବର୍ଜନା, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ ପଡିଛି। ସେହି ସବୁସ୍ଥାନରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି ପଥଚାରୀ ସେଠାରେ ବିଶ୍ରାମ ନେଇ ନିଜ ସ୍ବାସ୍ଥ୍ୟକୁ ସୁରକ୍ଷା ଦେବା ବଦଳରେ ସେହି ସ୍ଥାନରେ ବରଂ ରୋଗ ସୃଷ୍ଟି ହେବା ଆଶଙ୍କା ରହିଥିବା ଯୋଗୁ ପଥଚାରୀ ସେଠାରେ ବସିବା ଦୂରର କଥା ବେଞ୍ଚ ନିକଟକୁ ମଧ୍ୟ କେହି ଯିବାକୁ ପସନ୍ଦ କରୁ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଅଫିସରେ କଫି ମେସିନରୁ ପିଉଛନ୍ତି କି କଫି? ସାବଧାନ ହୋଇପାରେ ମାରାତ୍ମକ ରୋଗ

ଆମ ମଧ୍ୟରୁ ଅଧିକାଂଶ ଲୋକ ଅଫିସ କଫି ମେସିନ ସହିତ ନିଜର ଦିନ ଆରମ୍ଭ କରନ୍ତି। ସକାଳର ବୈଠକ ପୂର୍ବରୁ ହେଉ କିମ୍ବା ଅପରାହ୍ନରେ, ଅଧିକାଂଶ...

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୨।୪: ଜମ୍ମୁ-କାଶ୍ମୀରର କିସ୍ତୱାର ଜିଲାର ଛାତରୁ ଅଞ୍ଚଳରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀର ଏକ ସର୍ଚ୍ଚ ଆଣ୍ଡ ଡିସ୍ଟ୍ରୋଞ୍ଜ ଅପରେଶନ...

ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ...

ଲଗାତର ୫ ମ୍ୟାଚ୍‌ ହାରି ବି ପ୍ଲେ-ଅଫ୍‌ରେ ପହଞ୍ଚିପାରିବ CSK: ଜାଣନ୍ତୁ କ’ଣ ଅଛି ସମୀକରଣ

ଚେନ୍ନାଇ,୧୨।୪: ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସକୁ IPL 2025ର ୨୫ତମ ମ୍ୟାଚ୍‌ରେ ପରାଜୟର ସାମ୍ନା କରିବାକୁ ପଡିଛି। ଏହା କୋଲକାତା ନାଇଟ...

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ...

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ...

ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି

ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା...

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image