ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି।

ଆସନ୍ତା ଜୁନ ୧୨ ତାରିଖରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ...

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨...

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ...

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ...

ଆରଆଇ, ଅମିନ ପରୀକ୍ଷା ବାତିଲ କରିବାକୁ ଦାବି, ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ଭୁବନେଶ୍ୱର,୧୦।୧୦: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri