ଧରାପଡିଲା ତାଲିବାନର ଚାଲାକି, ଭାରତକୁ ଯୋଡୁଥିବା ଗ୍ୟାସ ପାଇପ ଲାଇନ ଉପରେ ନିୟନ୍ତ୍ରଣ କରିବାକୁ ଚାହୁଁଛି ହକ୍କାନି ଗ୍ରୁପ

ନ୍ୟୁୟର୍କ,୧୧।୬: ଜାତିସଂଘର ଏକ ରିପୋର୍ଟରେ କୁହାଯାଇଛି ଯେ ଆଫଗାନିସ୍ତାନର ତାଲିବାନ ଦ୍ୱାରା ନିଯୁକ୍ତ ଆଭ୍ୟନ୍ତରୀଣ ମନ୍ତ୍ରୀ ସିରାଜୁଦ୍ଦିନ ହକ୍କାନି ଅନେକ ଅର୍ଥନୈତିକ ପ୍ରକଳ୍ପକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟତଃ ତୁର୍କମେନିସ୍ତାନ-ଆଫଗାନିସ୍ତାନ-ପାକିସ୍ଥାନ-ଭାରତ (TAPI) ଗ୍ୟାସ ପାଇପଲାଇନର ଆଫଗାନିସ୍ତାନ ବିଭାଗ ନିର୍ମାାଣକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି।

ମିଳିତ ଜାତିସଂଘ ସୁରକ୍ଷା ପରିଷଦର ୧୯୮୮ର ତାଲିବାନ ପ୍ରତିବନ୍ଧ ସମିତିର ଆନାଲିଟିକାଲ ଆସିଷ୍ଟାଣ୍ଟ ଆଣ୍ଡ ସାନ୍ସ ମନିଟରିଂ ଟିମର ଚତୁର୍ଦ୍ଦଶ ରିପୋର୍ଟରେ ଦର୍ଶାଯାଇଛି ଯେ ବାସ୍ତବିକ ରାଜତନ୍ତ୍ର ଏବଂ ପ୍ରାଦେଶିକ ପ୍ରଶାସନରେ ପଦବୀ ବଣ୍ଟନ ଉପରେ ତାଲିବାନ ଅଧିକାରୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏହି ପ୍ରସଙ୍ଗରେ କାର୍ଯ୍ୟନିର୍ବାହୀ ଆଭ୍ୟନ୍ତରୀଣ ମନ୍ତ୍ରୀ ସିରାଜୁଦ୍ଦିନ ହକ୍କାନି ଏବଂ ତଦାରଖକାରୀ ପ୍ରଥମ ଉପପ୍ରଧାନମନ୍ତ୍ରୀ ମୁଲ୍ଲା ବରାଦାରଙ୍କ ମଧ୍ୟରେ କୌଣସି ସହମତି ନାହିଁ।
ରିପୋର୍ଟରେ ଦର୍ଶାଯାଇଛି ଯେ ବରାଦାର ଦକ୍ଷିଣ ପ୍ରାଦେଶିକ ପ୍ରଶାସନକୁ ସମର୍ଥନ କରନ୍ତି। ତାଲିବାନ ପାଇଁ ଆନ୍ତର୍ଜାତୀୟ ମାନ୍ୟତା ପାଇବା, ଆଫଗାନିସ୍ତାନର ସମ୍ପତ୍ତି ବିଦେଶରେ ମୁକ୍ତ କରିବା ଏବଂ ବୈଦେଶିକ ସହାୟତା ବିସ୍ତାର ପ୍ରକ୍ରିୟାକୁ ନିୟନ୍ତ୍ରଣ କରିବାକୁ ସେ କ୍ରମାଗତ ଭାବରେ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…

ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ...

ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି

କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର...

ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ

ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪

ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍‌ ହାଉସ୍‌ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ...

ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ...

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ...

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri