ଖୋଲିଲା ଆଉ ୬ ଗେଟ୍‌

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି।

Share