ସ୍କୋଡାର ସାଲ୍‌ଭିଆ ଷ୍ଟାଇଲ ଏଡିଶନ

ନୂଆଦିଲ୍ଲୀ,୧୫।୨ (ଅଭୟ ଦାଶ): ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍କୋଡା ସାଲ୍‌ଭିଆ ଷ୍ଟାଇଲ ଏଡିଶନ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ସ୍କୋଡା ସାଲ୍‌ଭିଆ ଷ୍ଟାଇଲ ଏଡିଶନ ମଡେଲରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହ ବ୍ଲାକ୍‌ ରୁଫ୍‌ ଫଏଲ ସହ ଇଲେକ୍ଟ୍ରି ସନ୍‌ରୁଫ ଭଳି ଫିଚର ସାମିଲ ରହିଛି। ସେହିଭଳି ୫ଷ୍ଟାର ଗ୍ଲୋବାଲ ଏନ୍‌ସିଏପି ସେଫ୍ଟି ରେଟିଂ ଏବଂ ୧.୫ ଟିଏସ୍‌ଆଇ ଇଞ୍ଜିନ ଭଳି ଅନେକ ପ୍ରକାର ଏକ୍ସକ୍ଲୁସିଭ ଓ ସେଫ୍ଟି ଫିଚର ସଂଯୋଗ ରହିଛି। ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ପିଟର ଜେନାବା କହିଛନ୍ତି, ଆମେ ଏହି ସ୍ବତନ୍ତ୍ର ଏଡିଶନକୁ ଉନ୍ମୋଚନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଖୁବ୍‌ଶୀଘ୍ର ଆମର ସମସ୍ତ ଆଉଟ୍‌ଲେଟ୍‌ ଓ ଡିଲର ପଏଣ୍ଟରେ ଏହି ମଡେଲ ଉପଲବ୍ଧ ହେବ। ବିଶେଷକରି ଆମେ ଆମର ଗ୍ରାହକଙ୍କୁ ସର୍ବଦା ନୂଆ ମଡେଲ ଓ ଅନୁଭୂତି ପ୍ରଦାନ କରିବାକୁ ଆଗ୍ରହୀ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ...

ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ...

ସ୍ମାଇଲ ଗୋଲ୍ଡର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୩୦ା୧୦: ସ୍ମାଇଲ ଗୋଲ୍ଡ ଜୁଏଲର୍ସର ବହୁ ପ୍ରତୀକ୍ଷିତ ସ୍କିମ୍‌ ତଥା ଧନ୍‌ତେରସ ଅଫର୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ସ୍ବଳ୍ପ ଅବଧି ଲାଗି ଉପଲବ୍ଧ...

ଆଲୁମିନିୟମ ଶିଳ୍ପର ଅଭିବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୩୦।୧୦: ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଆଲୁମିନିୟମ ଆସୋସିଏସନ ଅଫ୍‌ ଇଣ୍ଡିଆ(ଏଏଆଇ)ର ପ୍ରସ୍ତାବ ଅନୁଯାୟୀ ଆଲୁମିନିୟମ ଉଦ୍ୟୋଗ ଘରୋଇ ବଜାର ପ୍ରବେଶକୁ ସୁରକ୍ଷା ଓ...

ରେକର୍ଡ ପରିମାଣର କାରବାର

ଭୁବନେଶ୍ୱର,୩୦।୧୦(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ଧନ୍‌ତେରସ୍‌ ଅବସରରେ ଓଡ଼ିଶା ସୁନା ବଜାର ରେକର୍ଡ ପରିମାଣର କାରବାର କରିଛି। ଏପରିକି ଦରବୃଦ୍ଧି ସତ୍ତ୍ୱେ ବ୍ୟବସାୟରେ...

ସମସ୍ୟାରେ ପଡିଛି ରୁଷିଆ, ଭାରତକୁ ମାଗିଲା ସାହାଯ୍ୟ

ନୂଆଦିଲ୍ଲୀ,୨୯ା୧୦: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ୟୁରୋପ ଦେଶମାନଙ୍କର କଟକଣା କାରଣରୁ ରୁଷିଆକୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଥିରୁ ମୁକୁଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri