Posted inଜାତୀୟ

ବଦଳିଲା ସ୍ବର, ରାହୁଲଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସ୍ମୃତି ଇରାନୀ! କହିଲେ ସଫଳତାର ସ୍ବାଦ ଚାଖିଛନ୍ତି…

ନୂଆଦିଲ୍ଲୀ,୨୯।୮: ନିକଟରେ ଏକ ସାକ୍ଷାତକାରରେ ନିଜ କଡା ପ୍ରତିଦ୍ୱନ୍ଦୀ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିଷୟରେ ବଡ଼ ବୟାନ ଦେଇଛନ୍ତି ଭାଜପା ନେତା ସ୍ମୃତି ଇରାନୀ। ପୂର୍ବ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଇରାନୀ କହିଛନ୍ତି, ରାହୁଲ ଭାବନ୍ତି ଯେ, ସେ ସଫଳତାର ସ୍ବାଦ ଚାଖିଛନ୍ତି। ଆଉ ଏବେ ସେ ରାଜନୈତିକ ଗୋଟିଚାଳନା କିଛି ଅଲଗା ଢଙ୍ଗରେ ଚଳାଇଛନ୍ତି।

ଯେତେବେଳେ ସେ ଜାତି ବିଷୟରେ ଆଲୋଚନା କରନ୍ତି, ଯେତେବେଳେ ସେ ସଂସଦକୁ ଧଳା ଟି ସାର୍ଟ ପିନ୍ଧି ଆସନ୍ତି ସେତେବେଳେ ତାଙ୍କୁ ଜଣାଥାଏ କି ଯୁବପିଢିଙ୍କୁ କେଉଁ ପ୍ରକାର ବାର୍ତ୍ତା ଯିବ। ଇରାନୀ ଆହୁରି ଅଭିଯୋଗ କରିଛନ୍ତି ଯେ, ଗାନ୍ଧୀଙ୍କ ବଂଶଜ ସିଂହଭାଗ ଜନସଂଖ୍ୟାକୁ ଆକର୍ଷିତ କରିବା ପାଇଁ ଜାତି ଜନଗଣନା କରିବା ପାଇଁ ଗୋଟି ଚାଳନା କରୁଛନ୍ତି।

ରାହୁଲଙ୍କୁ ଆପଣ ଭଲ ଖରାପ କିମ୍ବା ତାଙ୍କ କାମକୁ ପିଲାଳିଆମି ମାନି ପାରନ୍ତି କିନ୍ତୁ ତାହା ଏକ ଅଲଗା ପ୍ରକାର ରାଜନୀତି ଅଟେ। ସେଥିପାର୍ଇ ନିର୍ବାଚନୀ ପାଣିପାଗ ସମୟରେ ଗାନ୍ଧୀ ମନ୍ଦିର ଯାଆନ୍ତି। ତାଙ୍କର ଏହି ରାଜନୈତିକ ସଫଳତା ଅସଫଳ ରଣନୀତିରୁ ବିକାଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା...

ଟ୍ରମ୍ପଙ୍କ ବଡ଼ ଘୋଷଣା: ଟାରିଫ ଓ୍ବାରରୁ ବାଦ ପଡ଼ିଲା ସ୍ମାର୍ଟଫୋନ, କମ୍ପ୍ୟୁଟର, ଇଲେକ୍ଟ୍ରୋନିକ ଆଇଟମ

ଓ୍ବାଶିଂଟନ,୧୨।୪: ଟାରିଫ ଓ୍ବାର ମାଧ୍ୟମରେ ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ ସାମଗ୍ରୀକୁ...

ଅକାଳୀ ଦଳର ଅଧ୍ୟକ୍ଷ ଭାବେ ପୁଣି ସୁଖବୀର ନିର୍ବାଚିତ

ଚଣ୍ଡିଗଡ଼,୧୨।୪: ସୁଖବୀର ସିଂ ବାଦଲ ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ଅଧ୍ୟକ୍ଷ ଭାବେ ଶନିବାର ନିର୍ଦ୍ୱନ୍ଦ୍ୱରେ ପୁନଃ ନିର୍ବାଚିତ ହୋଇଛନ୍ତି। ଧର୍ମୀୟ ଅସଦାଚରଣ ପାଇଁ ସେ...

ବାରମ୍ବାର ମିଛ କହୁଛନ୍ତି ତହଉର ରାଣା, ଏବେ NIA ନେବ ଏହି ଆକ୍ସନ

ନୂଆଦିଲ୍ଲୀ,୧୨।୪: ଜାତୀୟ ତଦନ୍ତ ସଂସ୍ଥା (NIA) ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହଉର ରାଣାଙ୍କୁ ନିରନ୍ତର ପଚରାଉଚରା କରୁଛି। ଫୋନରେ କଥା ହେଉଥିବା...

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image