Posted inଜାତୀୟ

କଂଗ୍ରେସକୁ ଟାର୍ଗେଟ୍‌ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ରବିବାର କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଦେଶର ନୂତନ ସଂସଦ ଭବନରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ଥିବାକୁ ନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ, ପ୍ରତ୍ୟେକ ଭାରତୀୟ ଜାତୀୟ ପତାକା ତଳେ ଠିଆ ହୋଇ ଗର୍ବିତ ଅନୁଭବ କରୁଛନ୍ତି। କଂଗ୍ରେସ ଦଳ କାହିଁକି ଏହି ଗର୍ବ ଅନୁଭବ କରୁନାହିଁ ବୋଲି ଗାନ୍ଧୀ ପରିବାର ଜବାବ୍‌ ଦେବା ଉଚିତ୍‌। ଝାନସିରେ ଆୟୋଜିତ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର କାର୍ଯ୍ୟକ୍ରମରେ ଯୋଗଦେବା ସ୍ମୃତି ଏହା କହିଛନ୍ତି।
ରାହୁଲ ଗାନ୍ଧୀ ୨୦୨୪ରେ ଆମେଠିରୁ ନିର୍ବାଚନ ଲଢିବା ପ୍ରଶ୍ନରେ ସେ କହିଛନ୍ତି ଯେ, ୨୦୧୯ରେ କଂଗ୍ରେସର ପୂର୍ବତନ ଜାତୀୟ ଅଧ୍ୟକ୍ଷ ମଧ୍ୟ ସମଗ୍ର ବିରୋଧୀ ଦଳର ପ୍ରାର୍ଥୀ ଥିଲେ। ଭାରତ ଇତିହାସରେ ପ୍ରଥମ ଥର ପାଇଁ ଭାଜପା କଂଗ୍ରେସର ଷ୍ଟାଣ୍ଡିଂ ଅଧ୍ୟକ୍ଷଙ୍କୁ ପରାସ୍ତ କରିଥିଲା। ବିରୋଧୀ ମିଳିତ ମେଣ୍ଟ ଭାଜପାକୁ ଲୁହା ଭାବେ ଗ୍ରହଣ କରିଛି। ୨୦୨୨ ବିଧାନସଭା ନିର୍ବାଚନରେ କଂଗ୍ରେସ ଆମେଠିରେ ଚାରିଟି ଆସନରେ ଅମାନତ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌...

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ...

ଆଇପିଏଲ୍‌ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍‌ କିଭଳି ହୁଅନ୍ତି ମାଲାମାଲ୍‌, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ… 

ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍‌ ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି।...

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri