ଶାଗୁଆନ କାଠ ପଟା ହେଉଥିଲା ଚାଲାଣ: ମାଡ଼ି ବସିଲା ବନ ବିଭାଗ

କୁଆଁରମୁଣ୍ଡା,୨ା୬(ମହେନ୍ଦ୍ର କୁମାର ସାହୁ): ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ବିର୍ଡା ସେକ୍ସନରୁ ଚୋରା ଶାଗୁଆନ ଓ ଶାଳ କାଠ ପଟା ଚାଲାଣ ବେଳେ ବନ ବିଭାଗ ମାଡି ବସିଥିଲା। ପଟା ବୋଝେଇ ଗାଡି ଜବତ ସହ କୁଆଁରମୁଣ୍ଡା ତେଲିପୋଷ ଗ୍ରାମର ଚାଳକ ପ୍ରକାଶ ଚନ୍ଦ୍ର ସାହୁଙ୍କୁ ରେଞ୍ଜର ପଞ୍ଚନାରାୟଣ ସରାଫ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛନ୍ତି।

ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି। ଜବତ ଶାଗୁଆନ ଓ ଶାଳକାଠ ପଟାର ପରିମାଣ ୧୯.୩୧ ଘନଫୁଟ ହୋଇଥିବା ବେଳେ ସେଗୁଡ଼ିକର ମୂଲ୍ୟ ୪୦ ହଜାର ହେବ ବୋଲି ରେଞ୍ଜର ସରାଫ ସୂଚନା ଦେଇଛନ୍ତି। ଚଢ଼ାଉ ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀଙ୍କ ନିର୍ଦ୍ଧେଶ କ୍ରମେ ହୋଇଥିଲା। ଏଥିରେ କୁଆଁରମୁଣ୍ଡା ରେଞ୍ଜର ସରାଫ ଓ ବିର୍ଡା ସେକ୍ଟନ ବନ କର୍ମଚାରୀ ଜୟନାରାୟଣ ପ୍ରଧାନ,ସଂଗ୍ରାମ ବାରିକ ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Pahalgam Terrorist Attack: ଅମିତ ଶାହାଙ୍କୁ ଭେଟି ଭୋ ଭୋ କାନ୍ଦି ଉଠିଲେ ପହଲଗାମ ପୀଡ଼ିତ, ଭିଡିଓ ଦେଖିଲେ ଆଖିରେ ଲୁହ ରହିବନି

ଶ୍ରୀନଗର,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି ଯେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ନ୍ୟାୟ ଦିଆଯିବ...

IMF ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ହ୍ରାସ କଲା

ନୂଆଦିଲ୍ଲୀ,୨୩।୪: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପୂର୍ବାନୁମାନକୁ ୬.୨%କୁ ହ୍ରାସ କରିଛି। ଏହା ପୂର୍ବବର୍ଷ ଅପେକ୍ଷା...

ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌...

ତୁର୍କୀରେ ୬.୨ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ,୨୩।୪: ବୁଧବାର ତୁର୍କୀରେ ୬.୨ ତୀବ୍ରତାର ଏକ ଭୂମିକମ୍ପ ହୋଇଛି। ଯାହା ଫଳରେ ଇସ୍ତାନବୁଲରେ କମ୍ପନ ଅନୁଭୂତ ହେବାରୁ ଲୋକମାନେ ନିଜ ଘର ଛାଡି ବାହାରକୁ...

Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ...

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ...

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ...

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image