Categories: Video

ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରୀତିନୀତି ସହ ଆଗେଇ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି। ବିନା ଭକ୍ତରେ ଆୟୋଜିତ ହେଉଛି ସ୍ନାନଯାତ୍ରା।