ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦିନକୁ ଦିନ ପାରଦ ତଳକୁ ଖସୁଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର କହିଛନ୍ତି।

ଶୀତ ସହ କୋହଲା ପବନ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ଦ୍ୱିତୀୟ ଦିନରେ କାର୍‌, ଚାଳ ଛପର, ଆଜିବେଷ୍ଟସ ଓ ଖୋଲାସ୍ଥାନରେ ତୁଷାରର ଧଳା ଆସ୍ତରଣ ଦେଖିବାକୁ ମିଳିଛି। ବ୍ଲକର ସିମନବାଡ଼ି ସମେତ ଦାରିଙ୍ଗବାଡ଼ି, କିରିକୁଟି, ବାଡାବାଙ୍ଗା, ପର୍ତ୍ତମାହା, ଗ୍ରୀନବାଡ଼ି,ସିଆଙ୍ଗବାଲି, ଭ୍ରମରବାଡ଼ି, ଦାସିଂବାଡ଼ି ଆଦି ପଞ୍ଚାୟତ ଅଞ୍ଚଳରେ ତୁଷାରପାତ ହୋଇଛି। ଅସହ୍ୟ ଶୀତ ଯୋଗୁ ଶ୍ରମିକମାନେ ନିଜ କାମଧନ୍ଦା ପାଇଁ ବାହାରକୁ ବାହାରିବା କଷ୍ଟକର ହେଉଛି। ଗରିବ ଶ୍ରେଣୀର ପରିବାର ନିଆଁ ଜାଳି ଚାରିପାଖେ ବସି ରହୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ...

ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ...

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ...

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି।...

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri