Posted inଜାତୀୟ

ସିକିମରେ ତୁଷାରପାତ: ଅଟକି ରହିଛନ୍ତି ୯୦୦ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି…

ଗାଙ୍ଗଟକ,୧୨।୩ : ସିକିମରେ ପ୍ରବଳ ତୁଷାରପାତ ଯୋଗୁ ପ୍ରାୟ ୯୦୦ ପର୍ଯ୍ୟଟକ ରାସ୍ତାରେ ଅଟକି ରହିଛନ୍ତି। ସେମାନେ ୮୯ଟି ଗାଡିରେ ଶନିବାର ସନ୍ଧ୍ୟାରେ ନାଥୁ ଲା ଏବଂ ସୋମଗୋ ହ୍ରଦଠାରୁ ଗାଙ୍ଗଟକକୁ ଫେରୁଥିଲେ। ସେନା ସହିତ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଏପର୍ଯ୍ୟନ୍ତ ୧୫ ଟି ଯାନକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି। ଗାଙ୍ଗଟକ ଠାରୁ ୪୨ କିଲୋମିଟର ଦୂର ରାସ୍ତାରେ ପର୍ଯ୍ୟଟକମାନେ ଅଟକି ରହିଛନ୍ତି।

ରାସ୍ତାରେ ଜମିଥିବା ବରଫକୁ ଧୀରେ ଧୀରେ ସଫା କରାଯାଉଛି ଏବଂ ପର୍ଯ୍ୟଟକଙ୍କୁ ସ୍ଥାନାନ୍ତର କରାଯାଉଛି। କିଛି ପର୍ଯ୍ୟଟକ ନିକଟସ୍ଥ ସେନା ଶିବିରରେ ରହିବେ ବୋଲି ଅଧିକାରୀ କହିଛନ୍ତି। ପୂର୍ବ ସିକିମରେ ପ୍ରବଳ ତୁଷାରପାତ ଯୋଗୁ ପ୍ରଶାସନ କିଛି ଦିନ ପୂର୍ବରୁ ନା ଥୁଲା ଏବଂ ସୋମଗୋ ହ୍ରଦ ପାଇଁ ପାସ ପ୍ରଦାନ ବନ୍ଦ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ...

ଆରମ୍ଭ ହେଲା ଟାରିଫ୍‌ ଓ୍ବାର: ଚାଇନା ଉପରେ ୧୦୪% ଟାରିଫ୍‌ ଲଗାଇଲା ଆମେରିକା

ଓାଶିଂଟନ/ବେଜିଂ,୮।୪: ଚାଇନାକୁ ଶକ୍ତ ଝଟ୍‌କା ଦେଇଛନ୍ତି ଟ୍ରମ୍ପ ସରକାର। ଆମେରିକା ଆଜି ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ୧୦୪ ପ୍ରତିଶତ ଟାରିଫ ଲଗାଇ ଦେଇଛି। ଏହି...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ...

ଓ୍ବକଫ୍‌ ବିଲ୍‌କୁ ନେଇ ମୁହଁ ଖୋଲିଲେ ମୋଦି, କହିଦେଲେ ଭିତିରି କଥା!

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ୍ବକଫ ବୋର୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ନେଇ ସେ କହିଛନ୍ତି ଓ୍ବକଫ...

ଭୟଙ୍କର ଆକଳନ : ମେ-ଜୁନରେ ଅନ୍ଧାର ହୋଇଯିବ ସାରା ଦେଶ! ବହିବ ଭୟଙ୍କର ଲୁ

ନୂଆଦିଲ୍ଲୀ,୮।୪: ଭାରତରେ ଆସନ୍ତା ଗ୍ରୀଷ୍ମ ଋତୁରେ ବିଦ୍ୟୁତ ସଙ୍କଟ ଦେଖାଦେଇପାରେ ବୋଲି ଏକ ରିପୋର୍ଟରେ ଆଶଙ୍କା ପ୍ରକାଶ କରାଯାଇଛି। ନ୍ୟାଶନାଲ ଲୋଡ ଡିସପାଚ ସେଣ୍ଟର (ଏନଏଲଡିସି)...

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image