ନୂଆ ଆଇନ୍ ଆଣିବେ ସରକାର: ପିଲାଙ୍କ ପାଇଁ ବନ୍ଦ ହେବ ସୋସିଆଲ ମିଡିଆ

କାନ୍‌ବେରା, ୧୦।୯: ଅଷ୍ଟ୍ରେଲିଆରେ ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖିବା ପଇଁ ଖୁବ୍‌ଶୀଘ୍ର ଆଇନ କାର୍ଯ୍ୟକାରୀ ହେବ। ଏନେଇ ସରକାର ଚିନ୍ତା କରୁଛନ୍ତି ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ଆନ୍ଥୋନି ଅଲ୍‌ବାନିଜ କହିଛନ୍ତି। ଏହି ଆଇନ ଅନ୍ତର୍ଗତ ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ, ଟିକ୍‌ଟକ୍‌ ପରି ସୋସିଆଲ ମିଡିଆରେ ପ୍ଲାଟ୍‌ଫର୍ମଗୁଡ଼ିକରେ ଲଗ୍‌ଇନ କରିବା ପାଇଁ ସର୍ବନିମ୍ନ ବୟସ ୧୪ରୁ ୧୬ ବୟସ ପର୍ଯ୍ୟନ୍ତ ରହିପାରେ।

ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ଅନ୍ତିମ ନିଷ୍ପତ୍ତି ନିଆଯାଇନାହିଁ ବୋଲି ଅଲ୍‌ବାନିଜ କହିଛନ୍ତି। ଅଷ୍ଟ୍ରେଲିଆର ପିଲାମାନେ ମୋବାଇଲ, ଟ୍ୟାବ୍‌ଲେଟ, କମ୍ପ୍ୟୁଟର ଆଦି ଡିଭାଇସ୍‌ରୁ ଦୂରରେ ରହି କ୍ରିକେଟ, ଫୁଟ୍‌ବଲ, ଟେନିସ୍‌, ସୁଇମିଂ ଆଦି ଶାରୀରିକ କ୍ରିଡ଼ା ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ଅପିଲ କରିଛନ୍ତି। ସୋସିଆଲ ମିଡିଆର ଖରାପ ପ୍ରଭାବ ପିଲାମାନଙ୍କ ଉପରେ ସବୁଠାରୁ ବେଶି ପଡ଼ୁଥିବା ଅଲ୍‌ବାନିଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri