ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ସମସ୍ୟାର ସମାଧାନ କର

ଛତ୍ରପୁର,୨୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି ଆଉଟସୋର୍ସିଂ କର୍ମଚାରୀମାନେ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ସୋମବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଦାବିଗୁଡ଼ିକ ମଧ୍ୟରେ ସାନିଟାରି ଏକ୍ପୋର୍ଟରଙ୍କୁ ବହିଷ୍କାର, ରାଜନୈତିକ ହସ୍ତକ୍ଷେପରୁ ବିରତ କରିବା, ସ୍ଥାୟୀ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି, ଇଏସ୍‌ଆଇ ବାବଦ ଅର୍ଥ ଠିକ୍‌ ସମୟରେ ପୈଠ, ୩୦ ଦିନ କାର୍ଯ୍ୟର ପୂରା ଦରମା, ମାସକୁ ୨ଟି ସୁନିଶ୍ଚିତ ଛୁଟି ପ୍ରଦାନ, ଝାଡୁ ବାବଦକୁ ଟଙ୍କା ପ୍ରଦାନ, ସୁରକ୍ଷା ଉପକରଣ ସହ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଉପକରଣ ପ୍ରଦାନ, ବର୍ଦ୍ଧିତ ଦରମା ପ୍ରଦାନ ସହ ସମସ୍ତ ବୋନସ ଟଙ୍କା ତୁରନ୍ତ ପ୍ରଦାନ ସହ ସୁରକ୍ଷା ଯୋଗାଇଦେବାକୁ ଦାବି କରାଯାଇଛି।

ଦାବିପତ୍ର ପ୍ରଦାନ ବେଳେ ରାଜ୍ୟ ଆବାହକ ପ୍ରତାପ ଚନ୍ଦ୍ର ପ୍ରଧାନ, ଜିଲା ସଭାପତି ପ୍ରଶାନ୍ତ ପରିଚ୍ଛା, କୋଷାଧ୍ୟକ୍ଷ ଉତ୍ତମ ନାୟକ, ଛତ୍ରପୁର ସଭାପତି ଗୋପୀନାଥ ନାୟକ, ପୁରୁଷୋତ୍ତମପୁର ସଭାପତି ଶଙ୍କର ନାୟକ, କାମିନୀ ନାୟକ, କମା ନାୟକ, ପ୍ରଫୁଲ୍ଳ ନାୟକ, ସୁକାନ୍ତି ନାୟକ, ବୁଲୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri