Posted inଜାତୀୟ

ଅଗଷ୍ଟ ୧୫ରେ ବନ୍ଦରହିବ ଏହି ସବୁ ରାସ୍ତା, ବଦଳିଲା ବସ୍‌ର ରୁଟ୍‌

ନୂଆଦିଲ୍ଲୀ, ୧୩।୦୮: ଦେଶର ରାଜଧାନୀରେ ସ଼୍ବାଧୀନତା ଦିବସ ପାଇଁ ଲାଲ୍‌କିଲ୍ଲାରେ ଆୟୋଜିତ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ କାରଣରୁ ବିଭିନ୍ନ ରାସ୍ତା ବନ୍ଦ କରିଦିଆଯିବ । ଦିଲ୍ଲୀ ଟ୍ରାଫିକ୍‌ ପୋଲିସ୍‌ ଏନେଇ ଆଡ୍‌ଭାଇଜାରି ଜାରି କରିଛି । ଏହି ଆଡ୍‌ଭାଇଜାରିରେ କୁହାଯାଇଛି ଯେ ରାଜଧାନୀର କେତେକ ରାସ୍ତା ସକାଳ ୪ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ।

ଏହି ରାସ୍ତାଗୁଡ଼ିକ ବନ୍ଦ ରହିବ –

ନେତାଜୀ ସୁଭାଷ ମାର୍ଗ: ଦିଲ୍ଲୀ ଗେଟ୍‌ରୁ ଚାଟା ରେଳ ପର୍ଯ୍ୟନ୍ତ
ଲୋଥିଆନ ରୋଡ: ଜିପିଓ ଦିଲ୍ଲୀ ଠାରୁ ଚାଟୋ ରେଳ ପର୍ଯ୍ୟନ୍ତ
ଏସପି ମୁଖାର୍ଜୀ ମାର୍ଗ: ଏଚ୍‌ସି ସେନ ମାର୍ଗ ଠାରୁ ଯମୁନା ବଜାର ଚୌକ ପର୍ଯ୍ୟନ୍ତ
ଚାନ୍ଦନୀ ଚୌକ ରୋଡ: ଫଉଣ୍ଟେନ୍‌ ଚୌକ ଠାରୁ ଲାଲ କିଲ୍ଲା ପର୍ଯ୍ୟନ୍ତ
ନିଶାଦ ରାଜ ମାର୍ଗ: ରିଙ୍ଗ ରୋଡରୁ ନେତାଜୀ ସୁଭାଷ ମାର୍ଗ ପର୍ଯ୍ୟନ୍ତ
ଏସପ୍ଲାନେଡ ରୋଡ ଏବଂ ଏହାର ଲିଙ୍କ ରୋଡ ଠାରୁ ନେତାଜି ସୁଭାଷ ମାର୍ଗ ପର୍ଯ୍ୟନ୍ତ
ରିଙ୍ଗ ରୋଡ: ରାଜଘାଟରୁ ଆଇଏସ୍‌ବିଟି ପର୍ଯ୍ୟନ୍ତ
ଆଉଟର୍‌ ରିଙ୍ଗ ରୋଡ: ଆଇଏସ୍‌ବିଟି ଠାରୁ ଆଇପି ଫ୍ଲାଏ ଓଭର (ସାଲିମଗଡ ବାଇପାସ) ପର୍ଯ୍ୟନ୍ତ


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି।...

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ...

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ...

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌....

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri