ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ ପୁଅ ଜୁରଜ ଦିଗାଲ ନିଶାସକ୍ତ ଅବସ୍ଥାରେ ନିର୍ମମ ଭାବେ ହତ୍ୟା କରିଛନ୍ତି।

ସୂଚନା ଅନୁସାରେ, ରାତିରେ ବାପା ବାହାରକୁ ପରିଶ୍ରା କରିବାକୁ ଯାଇଥିଲେ। ପୁଅ ସୁରଜ ବାହାରକୁ ଯାଇ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥଲେ। ବାପା ତାଙ୍କୁ ଗାଳି ମନ୍ଦ କାରିବାରୁ ଉତ୍ୟକ୍ତ ହୋଇ ହାତୁଡିରେ ବାପାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଘଟଣା ସ୍ଥଳରେ ବାପାଙ୍କ ମୃତ୍ୟୁ ଘଟିଥିଲା।

ଡକେଣାଙ୍କ ସ୍ତ୍ରୀ ପାଟି ତୁଣ୍ଡ ଶୁଣି ବାହାରକୁ ଆସି ଦେଖିଥିଲା ବେଳକୁ ସ୍ବାମୀଙ୍କ ମତ୍ୟୁ ହୋଇ ସାରିଥିଲା। ଖବର ପାଇ ଘଟଣା ସ୍ଥଳରେ ଫିରିଙ୍ଗିଆ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାକାରୀ ସୁରଜକୁ ଗିରଫ କରିଛି। ଏନେଇ ଥାନାରେ ଏକ ହତ୍ୟା(୬୯/୨୫)ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଉଚ୍ଚତର ଶିକ୍ଷା ପାଇଁ ଉତ୍ସାହିତ କଲେ ଅତିଥି: ଛାତ୍ରୀଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ଏବଂ ଉଦ୍ଭିଦ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବିଦାୟ...

୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ...

ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ

କୋଣାର୍କ,୩୧।୩: କିରୋସିନିରେ ପୋଡ଼ି ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲା ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପ୍ରଧାନ...

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image