ୟୁଟ୍ୟୁବର୍‌ଙ୍କୁ ଲିଗାଲ ନୋଟିସ ପଠାଇଲେ ସୋନମ

ନୂଆଦିଲ୍ଲୀ,୧୫।୧୦: ଅଭିନେତ୍ରୀ ସୋନମ କପୁରଙ୍କ ଏକ ଭିଡିଓ ଉପରେ ସେ ଦେଇଥିବା ମନ୍ତବ୍ୟକୁ ପରିହାସ କରି ଜଣେ ୟୁଟ୍ୟୁବର ପୋଷ୍ଟ କରିଥିଲେ। ସୋନମ ତାଙ୍କ ନିକଟକୁ ଲିଗାଲ ନୋଟିସ ପଠାଇଛନ୍ତି। କଣ୍ଟେଣ୍ଟ କ୍ରିଏଟର ରାଗିନୀ ଦ୍ୱାରା ପୋଷ୍ଟ ହୋଇଥିବା ଭିଡିଓ ଅଭିନେତ୍ରୀଙ୍କ ସମେତ ତାଙ୍କ ସ୍ବାମୀ ଆନନ୍ଦ ଆହୁଜା ଓ ସେମାନଙ୍କ ଫେଶନ ବ୍ରାଣ୍ଡ୍‌ର ଖ୍ୟାତି ଉପରେ ପ୍ରତିକୂଳ ପ୍ରଭାବ ପକାଇଛି। ଉକ୍ତ ପୋଷ୍ଟକୁ ଡିଲିଟ୍‌ କରିବା ସହ ୟୁଟ୍ୟୁବର ତାଙ୍କ ପ୍ଲାଟଫର୍ମକୁ ଏଭଳି କାର୍ଯ୍ୟରେ ବ୍ୟବହାର ନ କରିବାକୁ ନୋଟିସରେ ସତର୍କ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…

ନୂଆଦିଲ୍ଲୀ/କୋଲକାତା,୨୭ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ କହିଛନ୍ତି ଯେ, ଏଠାରେ ଅନୁପ୍ରବେଶ ବନ୍ଦ ହେଲେ ପଶ୍ଚିମବଙ୍ଗରେ ଶାନ୍ତି...

ବିମାନ ପରେ ଏବେ ନାମୀଦାମୀ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ, ତାଲିକାରେ ରହିଛି ଏସବୁ…

ନୂଆଦିଲ୍ଲୀ/କୋଲକାତା,୨୭ା୧୦: ବିମାନ ପରେ ଏବେ ବିଭିନ୍ନ ନାମୀଦାମୀ ହୋଟେଲକୁ ମିଳିଛି ବୋମା ଧମକ। ୪ ରାଜ୍ୟର ୨୫ରୁ ଅଧିକ ହୋଟେଲକୁ ଏହି ଧମକ ମିଳିଛି। ଗୁଜରାଟ,...

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ...

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri