ନିରଞ୍ଜନ ପୂଜାରୀ ପଛରେ, ଆଗରେ ଅଛନ୍ତି ପ୍ରମୋଦ

ସୋନପୁର,୬।୪: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ସୋନପୁର ବିଧାନସଭା ଭାଜପା ପ୍ରାର୍ଥୀ ପ୍ରମୋଦ ମହାପାତ୍ର ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ପଛରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri