Posted inଜାତୀୟ

ଡିଜିଟାଲ ସଦସ୍ୟ ହେଲେ ସୋନିଆ

ନୂଆଦିଲ୍ଲୀ,୧୬।୪: କଂଗ୍ରେସ ଦଳରେ ସାଂଗଠନିକ ନିର୍ବାଚନ ପୂର୍ବରୁ ସଭ୍ୟ ପଞ୍ଜୀକରଣ ଅଭିଯାନର ଶେଷ ଦିନରେ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସମେତ ଅନେକ ନେତା ଡିଜିଟାଲ ସଦସ୍ୟ ହୋଇଛନ୍ତି। ଶୁକ୍ରବାର ସୁଦ୍ଧା ୨.୬ କୋଟିରୁ ଊର୍ଦ୍ଧ୍ୱ ସଦସ୍ୟ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରାଇଥିବାବେଳେ ଅନ୍ୟ ୩ କୋଟି ଅଫ୍‌ଲାଇନରେ ଏହି ପ୍ରକ୍ରିୟା ଶେଷ କରିଛନ୍ତି। ଦଳର ୧୩୭ ବର୍ଷର ଇତିହାସରେ ଏଭଳି ପଞ୍ଜୀକରଣ ପ୍ରଥମ। ବିଭିନ୍ନ ରାଜ୍ୟ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ସଂଗଠନର ସବୁ ସ୍ତରରେ ନେତୃତ୍ୱ ପରିବର୍ତ୍ତନ ଲାଗି ଦାବି ହୋଇଥିଲା। ଦଳର ନିର୍ବାଚନ ପ୍ରକ୍ରିୟାକୁ ନେଇ ଅସନ୍ତୁଷ୍ଟ ନେତାମାନେ ପ୍ରଶ୍ନ ଉଠାଇଥିଲେ। ଅଧିକାଂଶ ଦଳୀୟ ସଦସ୍ୟ ଜାଲ୍‌ ବୋଲି ଅଭିଯୋଗ ହୋଇଥିଲା। ଫଳରେ କଂଗ୍ରେସ ଏକ ସଦସ୍ୟତା ଆପ୍‌ ଆରମ୍ଭ କରିଛି ଯେଉଁଥିରେ ସମସ୍ତ ନେତା ଓ ନିର୍ଦ୍ଦିଷ୍ଟ କର୍ମୀ ନିଜକୁ ପଞ୍ଜୀକୃତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌...

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri