Categories: ଜାତୀୟ

ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଥଣ୍ଡା,ଜ୍ୱର ହେବାରୁ ଗୁରୁବାର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ନିକଟରେ କଂଗ୍ରେସର ୮୫ତମ ରାଷ୍ଟ୍ରୀୟ ଅଧିବେଶନରେ ସୋନିଆ ଗାନ୍ଧି ସାମିଲ ହୋଇଥିଲେ।

Share