Posted inଜାତୀୟ

ସଂସଦର ସ୍ବତନ୍ତ୍ର ଅଧିବେଶନ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୬।୯: ସଂସଦର ସ୍ବତନ୍ତ୍ର ଅଧିବେଶନ କେନ୍ଦ୍ର ସରକାର ଡାକିବା ପରଠାରୁ ଏହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ଏକ ଦେଶ-ଏକ ନିର୍ବାଚନ ଠାରୁ ଆରମ୍ଭ କରି ଇଣ୍ଡିଆର ନାମ ଭାରତ ପର୍ଯ୍ୟନ୍ତ ପରିବର୍ତ୍ତନ ହେବା ନେଇ ସ୍ବତନ୍ତ୍ର ଅଧିବେଶନ ଡକାଯାଇଥିବା କୁହାଯାଇଛି। ଏହି ସମୟରେ କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖି ସଂସଦର ସ୍ବତନ୍ତ୍ର ଅଧିବେଶନର ଏଜେଣ୍ଡା ସମ୍ପର୍କରେ ସୂଚନା ମାଗିଛନ୍ତି।
ସୋନିଆ ଗାନ୍ଧୀ ଚିଠିରେ କହିଛନ୍ତି ଯେ, ବିରୋଧୀଙ୍କ ସହ କୌଣସି ଆଲୋଚନା ନ କରି ସଂସଦର ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ସେ ଅଧିବେଶନର ଏଜେଣ୍ଡା ବିଷୟରେ ମଧ୍ୟ ସୂଚନା ଲୋଡିଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ତାଙ୍କ ଚିଠିରେ କହିଛନ୍ତି ଯେ, ଏହି ବିଶେଷ ଅଧିବେଶନ ବିଷୟରେ କେହି ଅବଗତ ନୁହଁନ୍ତି। ପ୍ରଥମ ଥର ପାଇଁ ଏହା ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେସ୍‌ରୁ ଓହରିଲେ ଶିନ୍ଦେ! ନିଜ ସମର୍ଥକଙ୍କୁ କଲେ ଏମିତି ନିବେଦନ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି। ଫଳାଫଳର ତିନି ଦିନ ପରେ...

ସଂସଦର ମଞ୍ଚରେ ଥିଲେ ମୋଦି, ଖାର୍ଗେ, ହେଲେ କାହିଁକି ହଡବଡେଇ ଗଲେ ରାହୁଲ?

ନୂଆଦିଲ୍ଲୀ,୨୬।୧୧: ଏବେ ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ନଭେମ୍ବର ୨୫ରୁ ଶୀତ ଅଧିବେଶନ ଆରମ୍ଭ ହୋଇ ୨୦ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ହେଉଛି ସମ୍ବିଧାନ...

ରାହୁଲଙ୍କ ସହ ମୁଁ ତର୍କ କରିବାକୁ ଚାହୁଁନାହିଁ…, କାହିଁକି ଏମିତି କହିଲେ ପୂର୍ବତନ ସିଜେଆଇ

ନୂଆଦିଲ୍ଲୀ,୨୬।୧୧: ନିକଟରେ ଦେଶର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଅବସର ନେଇଥିବା ଡିଓ୍ବାଇ ଚନ୍ଦ୍ରଚୁଡ଼ ବର୍ତ୍ତମାନ ନ୍ୟାୟିକ କାର୍ଯ୍ୟରୁ ଦୂରେଇ ରହିବାକୁ ଚାହୁଁଛନ୍ତି। ନ୍ୟୁଜ ଏଜେନ୍ସି...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ଶିନ୍ଦେ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି।...

ହେମନ୍ତ ସୋରେନଙ୍କୁ ଲାଗିଲା ବଡ଼ ଝଟ୍‌କା

ରାଞ୍ଚି,୨୬।୧୧: ଇଡି ସମନକୁ ଅବମାନନା କରିବା ମାମଲାରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଞ୍ଚିର ଏମପି-ଏମଏଲଏ ସ୍ବତନ୍ତ୍ର କୋର୍ଟଙ୍କଠାରୁ ଏକ ଝଟ୍‌କା ପାଇଛନ୍ତି। ଏହି ମାମଲାରେ...

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନ୍‌ଭିସ୍‌! ଜାଣନ୍ତୁ କ’ଣ ରହିଛି ସମୀକରଣ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ତେବେ ବିଧାନସଭା ନିର୍ବାଚନର ଫଳାଫଳରୁ ଏହା ସ୍ପଷ୍ଟ ଜଣାପଡୁଛି, ଭାଜପା ଦଳୀୟ...

କେବେ ଘୋଷଣା ହେବ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ? ଖୁଲାସା କଲେ ଶିନ୍ଦେ ଦଳର ନେତା

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମହାୟୁତି ଗଠବନ୍ଧନର ବଡ଼ ବିଜୟ ପରେ ନୂତନ ସରକାର ଗଠନ ପ୍ରକ୍ରିୟା ଧୀରେ ଧୀରେ ଆଗକୁ ବଢୁଛି। ଏହି ସମୟରେ ବିଧାୟକ ତଥା...

ଆତଙ୍କବାଦ ମାନବ ସଭ୍ୟତା ପାଇଁ କଳଙ୍କ…, ୨୬/୧୧ ଆକ୍ରମଣକୁ ନେଇ ବର୍ଷିଲେ ଶାହା

ନୂଆଦିଲ୍ଲୀ,୨୬।୧୧: ଗୋଟିଏ ପଟେ, ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ସ୍ମରଣ କରାଯାଉଥିବାବେଳେ ଅନ୍ୟ ପଟେ ଏହି ତାରିଖ ସହିତ ଜଡିତ ଏକ ଅନ୍ଧକାର ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri