ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା ତା’ର ପ୍ରାର୍ଥୀ ଘୋଷଣା କରି ନାହିଁ। ଉକ୍ତ ନିର୍ବାଚନମଣ୍ଡଳୀ ରାଜନୈତିକ ଦୃଷ୍ଟିକୋଣରୁ ଅନ୍ୟତମ ସମ୍ବେଦନଶୀଳ କ୍ଷେତ୍ର ହୋଇଥିବାରୁ ସବୁ ପ୍ରାର୍ଥୀଙ୍କ ଉପରେ ନଜର ଥାଏ।

ଏଯାଏ ଭାଜପା ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଏଠାରେ ନୂଆ ମୁହଁ ଉଭା ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ପୂର୍ବ ନିର୍ବାଚନରେ ବିଜେଡି ସହ କଂଗ୍ରେସର ଲଢ଼େଇ ହୋଇଥିଲା। ଚଳିତ ନିର୍ବାଚନରେ ବିଜେଡି ଓ କଂଗ୍ରେସକୁ ପଛରେ ପକାଇବା ଉଦ୍ଦେଶ୍ୟ ରଖି ଭାଜପା ବିଜେଡିରୁ ବହିଷ୍କୃତ ନେତା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଅନ୍ୟମାନଙ୍କ ମଧ୍ୟରେ ଭାଜପା ଟିକେଟ ପାଇଁ ତୁଙ୍ଗନେତା ଡ. ଶମ୍ଭୁନାଥ ରାଉତ, ଯୁବ ନେତା ବିଚିତ୍ର ଚକ୍ର, ଯଜ୍ଞ ପ୍ରସାଦ ସାହୁ, ପୃଥ୍ବୀରାଜ କୁଅଁର, ସନ୍ତୋଷ ରାଉତ ଆଶାୟୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର...

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ...

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା।...

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି...

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ...

ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍‌ ଦିଆଯାଉ

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri