ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପୂର୍ବରୁ ଆଲୋଚନା ହେଉଥିଲା ଯେ, ସୌମ୍ୟ ଘସିପୁରାରୁ ଭାଜପା ବିଧାୟକ ପ୍ରାର୍ଥୀ ହେବେ। କିନ୍ତୁ ଗୁରୁବାର ଭାଜପା ଏହି ଆସନରୁ ଡା. ଶମ୍ଭୁନାଥ ରାଉତ ନାମ ଘୋଷଣା କରିଛି।

ମଙ୍ଗଳବାର ସୌମ୍ୟ ମା’ ତାରିଣୀଙ୍କୁ ଦର୍ଶନ କରିବାକୁ ଯିବା ବାଟରେ ୨୦ନଂ. ଜାତୀୟ ରାଜପଥର ଜରଦା, ରାମଚନ୍ଦ୍ରପୁର, ବଡ଼ ପଦନା, ସୁଅଁାପଦା, ଖଲଣା, ସାଇଁକୁଳ, ହସନପୁର ଏବଂ ଘଷିପୁରା ସହ ବିଭିନ୍ନ ସ୍ଥାନରେ ସ୍ଥାନୀୟ ଲୋକେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହି ସମୟରେ ସେ କହିଥିଲେ ଯେ, ଘଷିପୁରା ତାଙ୍କ ଜନ୍ମ ମାଟି, ଏଠାରୁ ପ୍ରାର୍ଥୀ ହେବା ପାଇଁ ନିର୍ବାଚନମଣ୍ଡଳୀବାସୀ ଚାପ ପକାଉଛନ୍ତି। ବଡ଼ ଭାଇ ନିରଞ୍ଜନ ପଟ୍ଟନାୟକ ମଧ୍ୟ ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ମା’ ତାରିଣୀଙ୍କ ଦର୍ଶନ ପାଇଁ ଆସିଛି। ୨ ଦିନ ଭିତରେ ନିଷ୍ପତ୍ତି ଜଣାଇବେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର...

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ...

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା।...

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri