ସୁସ୍ଥ ହୋଇ ଘରକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କୋଭିଡ ପଜିଟିଭ ଥିଲେ। ତାଙ୍କର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ଏବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶୁକ୍ରବାର ଦିନ କୋଲକାତାର ଉଡଲ୍ୟାଣ୍ଡସ୍ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଡାକ୍ତର କହିଛନ୍ତି ଯେ, ଗାଙ୍ଗୁଲି ସୁସ୍ଥ ହୋଉଛନ୍ତି। ତେବେ ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ସେ ଘରେ ଅଲଗା ରହିବେ। ସାମାନ୍ୟ ଲକ୍ଷଣରେ ପୀଡିତ ଥିବାରୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସାମସନ-ତିଲକଙ୍କ ଧୂଆଁଧାର ଶତକ: ଭାଙ୍ଗିଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି।...

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା...

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri