Posted inଖେଳ

ଇଂଲଣ୍ଡର ଏହି ଯୁବ କ୍ରିକେଟରଙ୍କ ପ୍ରଶଂସକ ପାଲଟିଲେ ଗାଙ୍ଗୁଲୀ: କହିଲେ ଏଭଳି

ନୂଆଦିଲ୍ଲୀ,୨୩।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଇଂଲଣ୍ଡର ଜଣେ ଉଦୀୟମାନ କ୍ରିକେଟ ତାରକାଙ୍କ ଖେଳରେ ପ୍ରଭାବିତ ହୋଇଛନ୍ତି। କ୍ରିକେଟର ଜଣଙ୍କ ହେଲେ ଯୁବ ବ୍ୟାଟ୍ସମ୍ୟାନ୍‌ ଜାକ୍‌ କ୍ରୋଲେ। ପାକସ୍ତାନ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ପାଳିରେ ୨୬୭ରନ୍‌ କରିଥିଲେ କ୍ରୋଲେ। ୨୨ ବର୍ଷୀୟ ଏହି ଖେଳାଳୀ ୩ ନଂ ସ୍ଥାନରେ ଖେଳିବାକୁ ଆସି ୩୬୭ ବଲ୍‌ରେ ୨୬୭ ରନ୍‌ କରି ଇତିହାସ ରଚିଥିଲେ। ଏହାଫଳରେ ଟିମ୍‌ରେ ନିୟମିତ ଯୋଗଦାନକୁ ନେଇ ସେ ପ୍ରମୁଖ ଦାବିଦାର ପାଲଟିଛନ୍ତି। ଏହାକୁ ଦେଖିବା ପରେ ସୌରଭ କହିଛନ୍ତି କ୍ରୋଲେଙ୍କ ବ୍ୟତିତ ଅନ୍ୟ କାହାକୁ ୩ନଂ ସ୍ଥାନରେ ଛାଡ଼ିବା ଅନୁଚିତ। ସେ ଭଲ ବିକଳ୍ପ ଏବଂ କ୍ଲାସ ଖେଳାଳି। ତାଙ୍କଠାରୁ ନିୟମିତ ଭାବେ କ୍ରିକେଟ ଦେଖିବାକୁ ମିଳିବ ବୋଲି ଆଶା କରୁଥିବା ଗାଙ୍ଗୁଲି ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ...

ବାରବାଟୀରେ ଅନୁଷ୍ଠିତ ହେବ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

କଟକ,୨।୪: ଓଡ଼ିଶାର କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀ ଷ୍ଟାଡିୟମରେ ଖୁବଶୀଘ୍ର ଟି-୨୦ ମ୍ୟାଚ୍ ଦେଖିବାର ସୁଯୋଗ ମିଳିବ। କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ...

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image