କୋଟିପତି ବଏଫ୍ରେଣ୍ଡଙ୍କୁ ବିବାହ କରିବେ ସାଉଥ ଅଭିନେତ୍ରୀ କିର୍ତ୍ତୀ ସୁରେଶ: ଭାଇରାଲ ହେଲା ବିବାହ କାର୍ଡ

ସାଉଥ ଅଭିନେତ୍ରୀ କିର୍ତ୍ତୀ ସୁରେଶ  କରିବେ ବିବାହ । ସେ ତାଙ୍କର  ବହିଦିନର ପ୍ରେମିକ ଆଣ୍ଟୋନି ଥାଟିଲଙ୍କୁ କରବାକୁ ଯାଉଛନ୍ତି । ନିକଟରେ ଇନଷ୍ଟାଗ୍ରାମରେ ସେ ତାଙ୍କ ସମ୍ପକକୁ  ଅଫିସିଆଲ ଘୋଷଣା କରିଥିଲେ । ଅଭିନେତ୍ରୀ କହିଥିଲେ, ସେ ଆଣ୍ଟୋନିଙ୍କ ସହ ଦୀର୍ଘ ୧୫ ବର୍ଷ ଧରି ଅଛନ୍ତି । ଏହାର କିଛି ଦିନ ପରେ କିର୍ତ୍ତୀ ସୁରେଶ ତିରୁପତି ମନ୍ଦିରକୁ ଦର୍ଶନ ପାଇଁ ଯାଉଥିବାର ନଜର ଆସିଥିଲେ। ତେବେ ବର୍ତ୍ତମାନ ତାଙ୍କ  ବିବାହ କାର୍ଡ ଭାଇରାଲ ହେଉଛି ।
ଏହି କାର୍ଡ ଅନୁଯାୟୀ  କିର୍ତ୍ତୀ ଏବଂ ଆଣ୍ଟୋନିଙ୍କ ବିବାହ ଡିସେମ୍ବର ୧୨ରେ ହେବ। ଗୋଆରେ ଏକ ଡେଷ୍ଟିନେଶନ ଓ୍ବେଡିଂ କରିବେ । ଏ ନେଇ  ବିବାହ ପ୍ରସ୍ତୁତି ଆରମ୍ଭ ହୋଇ ସାରିଛି। ଦମ୍ପତିଙ୍କ ବିବାହରେ କେବଳ ଘନିଷ୍ଠ ପରିବାର ସଦସ୍ୟ ଯୋଗଦେବେ। ଏହି କାର୍ଡରେ କିର୍ତ୍ତୀଙ୍କ  ବାପା ମା’ ଜି ସୁରେଶ କୁମାର ଏବଂ ମେନକା ସୁରେଶଙ୍କ ନାଁ ଲେଖାଯାଇଛି। ତେବେ ନଭେମ୍ବର ୨୭ରେ  କିର୍ତ୍ତୀ ସୁରେଶ ଆଣ୍ଟୋନି ଥାଟିଲଙ୍କ ସହ ତାଙ୍କର ପ୍ରଥମ ଫଟୋ ସେୟାର କରିଥିଲେ ।  ଏଥିରେ ଦୁହେଁ ଦୀପାବଳି ପାଳନ କରୁଥିବା ଦେଖିବାକୁ ମିଳିଥିଲା ।
ତେବେ ଆପଣଙ୍କ ମନକୁ ଆସୁଥିବ କିର୍ତ୍ତୀ ସୁରେଶଙ୍କ ଭାବି ସ୍ୱାମୀ  ଆଣ୍ଟୋନି ଥାଟିଲ କିଏ?  ସେ ଜଣେ ଦୁବାଇର କୋଟିପତି ବ୍ୟବସାୟୀ । ତାଙ୍କର ରିସର୍ଟ ଚେନ୍‌ ରହିଛି । ଏହାବ୍ୟତୀତ କୋଚିରେ ତାଙ୍କର ଏକ ରିଟେଲ ଏବଂ କର୍ଟେନର ବ୍ୟବସାୟ ରହିଛି । ସେ ବର୍ତ୍ତମାନ ତାଙ୍କ ଫ୍ୟାମିଲି ବିଜନେସ୍‌ ଆଗକୁ ନେଉଛନ୍ତି ।  ତେବେ କିର୍ତ୍ତୀ ସୁରେଶ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ବଲିଉଡ ଡେବ୍ୟୁ କରିବାକୁ ଯାଉଛନ୍ତି । ଅଭିନେତ୍ରୀ ବରୁଣ ଧାୱନଙ୍କ ସହ ଫିଲ୍ମ ‘ବେବି ଜନ୍’ରେ ଲିଡ୍ ରୋଲରେ ନଜର ଆସିବେ। ଏହି ଫିଲ୍ମଟି ୨୫ ଡିସେମ୍ବରରେ ମୁକ୍ତିଲାଭ କରିବ ।

Enter your email to get our daily news in your inbox.

All Right Reserved By Dharitri.Com

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

ହୋଟେଲରୁ ବାହାରି  ଏମିତି କହିଲେ ପୀୟୂଷ, ସବୁ ଫେରାଇ…

ଭୁବନେଶ୍ୱର,୧୧।୪: ସତ୍ୟନଗରର ଏକ ହୋଟେଲରୁ ବାହାରି  ଯାତ୍ରା ହିରୋ ପୀୟୂଷ ତ୍ରିପାଠୀ ତାଙ୍କ  ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟଙ୍କା ଫେରାଇଲି, ଗାଡ଼ି ଫେରାଇବି। ମାଲିକ...

ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ବର୍ତ୍ତା

ବାଲିଗୁଡ଼ା,୧୧ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ମା’ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ବିଭିନ୍ନ ୱାର୍ଡର କାମନାକାରୀଙ୍କ ଘରକୁ ମା’ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ...

Ayushman Card: ଆସିଲା ଲିଷ୍ଟ! ଏମାନଙ୍କୁ ମିଳିବନି ଆୟୁଷ୍ମାନ କାର୍ଡରେ ଲାଭ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି...

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌...

ସ୍ବାସ୍ଥ୍ୟ କାର୍ଡ ଦାବି କଲେ ହସ୍ପିଟାଲ କର୍ମଚାରୀ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ): ସରକାରୀ କର୍ମଚାରୀଙ୍କୁ କ୍ୟାଶଲେସ୍‌ ସ୍ବାସ୍ଥ୍ୟ ବୀମାରେ ସାମିଲ ସହ ପୁରୁଣା ହାରରେ ପେନସନ ପ୍ରଦାନ କରିବାକୁ ଛତ୍ରପୁର ହସ୍ପିଟାଲର କର୍ମଚାରୀମାନେ ଦାବି କରିଛନ୍ତି।...

କାର୍ଡ ବଦଳାଇ ମହିଳାଙ୍କ ଆକାଉଣ୍ଟରୁ ନେଇଗଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଖଲ୍ଲିକୋଟ,୧୧ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏଟିଏମରୁ ଟଙ୍କା ଉଠାଇବା ବେଳେ ଜଣେ ମହିଳାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ଜଣେ ଦୁର୍ବତ୍ତ ଲକ୍ଷାଧିକ...

୫ ପଞ୍ଚାୟତରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଯୋଜନା

ପାଟଣା,୧୧।୪(ବୀର କିଶୋର ଦାଶ):ଓଡିଶାବାସୀଙ୍କ ବହୁପ୍ରତୀକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସାସ୍ଥ୍ୟ କାର୍ଡ ଶୁଭାରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image