Categories: ଖେଳ

ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ଗୁଆହାଟୀ,୨।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଗୁଆହାଟୀରେ ହୋଇଛି। ଏହି ମ୍ୟାଚ ଜିତି ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ ଜିତିବାକୁ ଚାହୁଁଛି ଭାରତ। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆଫ୍ରିକୀୟ ଦଳ ଗୋଟିଏ ପରିବର୍ତ୍ତନ ହୋଇଥିବାବେଳେ ଭାରତୀୟ ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।

Share