ଦୁନିଆରେ ପ୍ରଥମ, AI ପାର୍ଟନରଙ୍କୁ ବିବାହ କରିବେ ମହିଳା, ଜାଣନ୍ତୁ ଏହି ‘ହାଇବ୍ରିଡ କପୁଲ’ଙ୍କ ବିଷୟରେ…

ମାଦ୍ରିଦ,୧୬।୨: ବିବାହ ପାଇଁ ଜଣେ ପୁରୁଷ ଓ ଜଣେ ମହିଳା ଲୋଡା ପଡିଥାଏ। ହେଲେ କେବେ ଏଆଇକୁ ବିବାହ କରିବା ଶୁଣିଛନ୍ତି କି? ସେ ବି ଏକ ଛବି ଅର୍ଥାତ୍‌ ହୋଲଗ୍ରାମକୁ। ଦୁନିଆରେ ପ୍ରଥମ ଥର ଏପରି ଏକ ଘଟଣା ହେବାକୁ ଯାଉଛି। ଯେଉଁଠି ସ୍ପେନରେ ଜଣେ ମହିଳା ଏଆଇ (ଆର୍ଟିଫିଶିଆଲ ଇଣ୍ଟେଲିଜେନ୍ସ)ରେ ପ୍ରସ୍ତୁତ ପାର୍ଟନରଙ୍କୁ ବିବାହ କରିବେ। ଏମାନେ ବିଶ୍ୱର ପ୍ରଥମ ହାଇବ୍ରିଡ କପୁଲ ଭାବେ ଜଣେ ମାଂସରକ୍ତରେ ତିଆରି ମଣିଷ ଜଣେ ଏଆଇ ଭର୍ଚୁଆଲ ପୁରୁଷଙ୍କୁ ବିବାହ କରିବାକୁ ଯାଉଛନ୍ତି। ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା! ହେଲେ ଏହା ସତ।

ଆର୍ଟିଷ୍ଟ ଆଲିସିଆ ଫ୍ରାମିସ ଏଆଇ ହୋଲୋଗ୍ରାମକୁ ବିବାହ କରିବେ। ଯାହା ପୂର୍ବରୁ ସାଇନ୍ସ ଫିକଶନ ଫିଲ୍ମରେ ଦେଖିବାକୁ ମିଳୁଥିଲା ଏବେ ତାହା ସତ ହେବାକୁ ଯାଉଛି। ହାଇବ୍ରିଡ କପୁଲ ନାମକ ଏକ ଇନଷ୍ଟା ଆକାଉଣ୍ଟ ଏହି ପାର୍ଟନରଙ୍କ ଫଟୋ ପୋଷ୍ଟ କରିଛି।
ଭବିଷ୍ୟତରେ ହେବାକୁ ଥିବା ବିବାହ ଓ ରିଲେଶନଶିପ୍‌ରେ ଏହା ବଡ ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି।
wionews ଅନୁସାରେ, ଆଲିସିଆ ନିଜ ବିବାହର ଭେନ୍ୟୁ ବୁକ୍‌ କରିସାରିଛନ୍ତି। ଏବେ ସେ ତାଙ୍କ ବିବାହ ପାଇଁ ଡ୍ରେସ୍‌ ପ୍ରସ୍ତୁତ କରୁଛନ୍ତି। ଆଲିସିଆଙ୍କ କହିବା ମୁତାବକ, ତାଙ୍କ ଏଆଇ ପାର୍ଟନରଙ୍କ ନାଁ ଆଲେକ୍ସ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ...

ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ

ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri