ଏସ୍‌ଏଚ୍‌ଜି ମହିଳାଙ୍କ ପାଇଁ ଗଠନ ହେବ ସତନ୍ତ୍ର ପାଣ୍ଠି

ଭୁବନେଶ୍ୱର ୨୭।୫(ବ୍ୟୁରୋ): ଏଣିକି ଏସ୍‌ଏଚ୍‌ଜି ମହିଳାଙ୍କ ପାଇଁ ସତନ୍ତ୍ର ପାଣ୍ଠି ଗଠନ ହେବ। ଏହି ପାଣ୍ଠି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଢାଞ୍ଚାରେ ଗଠନ ହେବ। କୌଣସି ମହିଳା ରୋଗଗ୍ରସ୍ତ, ଦୁର୍ଘଟଣାର ଶିକାର ହେଲେ କିମ୍ବା ମୃତ୍ୟୁମୁଖରେ ପଡ଼ିଲେ, ଏହି ପାଣ୍ଠିରୁ ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ। ୩-୪ ମାସ ମଧ୍ୟରେ ଏହି ଫଣ୍ଡ କାର୍ଯ୍ୟକାରୀ ହେବ। ଏଥିଲାଗି ରାଜ୍ୟ ବଜେଟରୁ ଅର୍ଥ ବ୍ୟୟବରାଦ କରାଯିବ ବୋଲି ମିଶନ ଶକ୍ତି ବିଭାଗର ରିପୋର୍ଟ କାର୍ଡ ପ୍ରଦାନ ଅବସରରେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି। ସେହିପରି ଏସ୍‌ଏଚ୍‌ଜି ମହିଳାଙ୍କୁ ନେତୃତ୍ୱ ଦେବା ପାଇଁ ରାଜ୍ୟସ୍ତରରେ ବିଭିନ୍ନ ଯୋଜନାରେ କିଭଳି ଅଧିକ କାମ କରିହେବ, ସେନେଇ ଫେଡେରେଶନ କାମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିକୋଇଲିରେ ଗୁଳିକାଣ୍ଡ: ଚାଲିଗଲା ଦୁଇ ଜଣଙ୍କ ଜୀବନ

ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ...

ପାଟଣା ବ୍ଲକ ଅଧକ୍ଷା ସୁକାନ୍ତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମତଦାନ: ହାଇକୋର୍ଟ ନିର୍ଦ୍ଦେଶରେ ଫଳାଫଳ ସଂରକ୍ଷିତ

ପାଟଣା,୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଶନିବାର ଅନାସ୍ଥା ପ୍ରସ୍ତାବ ବ୍ଲକ ସଭାଗୃହରେ ଆଗତ...

ମନରେଗା କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ ତେନ୍ତେଳାପଶି ପଞ୍ଚାୟତ ଅଲଣାପଦାରେ ଭାରତ ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ଷାଜଳ...

ଲୁଟ୍‌ ପାଇଁ ଗୁଳିମାଡ଼: ଚାଲିଗଲା ଜଣଙ୍କ ଜୀବନ

ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ଲୁଟ୍‌ ପାଇଁ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ...

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ...

ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ନେଇଗଲେ

କଟକ,୪।୧: ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଦୁର୍ବୁତ୍ତମାନେ ହୁଣ୍ଡି ଏବଂ ଅଳଙ୍କାର...

କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର

ଭୁବନେଶ୍ୱର,୪।୧: ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ୯ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ...

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri