ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଅନ୍ତରୀଣ ବଜେଟ୍ ୨୦୨୪ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ସଂସଦରେ ପ୍ରବେଶ କରିବା ପୂର୍ବରୁ ତାଙ୍କୁ ଦହି-ଚିନି ଖୁଆଇଛନ୍ତି। ରାଷ୍ଟ୍ରପତି ଭବନ ପକ୍ଷରୁ ଏକ୍ସ ହ୍ୟାଣ୍ଡେଲରେ ଫଟୋ ଅପଲୋଡ୍ କରି ଏହି ସୂଚନା ଦିଆଯାଇଛି।

ବଜେଟ ଉପସ୍ଥାପନା କରିବା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳ ସୀତାରାମାନ ମନ୍ତ୍ରୀ ଡକ୍ଟର ଭଗବତ କିଶାନରାଓ କରଦ ଏବଂ ପଙ୍କଜ ଚୌଧୁରୀ ଏବଂ ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି।

ଅର୍ଥମନ୍ତ୍ରୀ ନିର୍ମଳ ସୀତାରମଣ ତାଙ୍କର ଷଷ୍ଠ ବଜେଟ୍ ଉପସ୍ଥାପନ କରିବେ। ଏହା ସହିତ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାର୍ଜୀ ଦେଶାଇଙ୍କ ରେକର୍ଡ ସହିତ ସମକକ୍ଷ ହେବେ। ଅର୍ଥମନ୍ତ୍ରୀ ଥିବା ସମୟରେ ଦେଶାଇ ୧୯୫୯ ରୁ ୧୯୬୪ ମଧ୍ୟରେ ପାଞ୍ଚଟି ବାର୍ଷିକ ବଜେଟ୍ ଏବଂ ଗୋଟିଏ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି।...

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା...

ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ...

ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ!

ମୁମ୍ବାଇ,୧୮।୧୦: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ମହାକାଳ ମନ୍ଦିରରେ ନିୟମ ଭାଙ୍ଗିବାର ଏକ ମାମଲା ସାମ୍ନାକୁ ଆସିଛି। ଅଭିଯୋଗ ହୋଇଛି ଯେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri