Posted inଫୁରସତ

ସ୍ଫେୟର୍‌ ବେଡ୍‌

ପ୍ରସିଦ୍ଧ ବେଡ୍‌ ଡିଜାଇନର୍‌ କରିମ୍‌ ରସିଦ୍‌ଙ୍କ ଦ୍ୱାରା ଡିଜାଇନ୍‌ କରାଯାଇଥିବା ଏହି ଖଟରେ ୩୨ ଇଞ୍ଚର ଏକ ଏଲ୍‌ଇଡି ଟିଭି ଲାଗିଥିବା ସହ ମୁହଁ ଦେଖିବା ପାଇଁ ଏକ ଆକର୍ଷଣୀୟ ଦର୍ପଣ, ଖଟକୁ ଆଲୋକିତ କରିବା ପାଇଁ ଏକାଧିକ ଏଲ୍‌ଇଡି ଲାଇଟ୍ସ, କୋଲ୍ଡଡ୍ରିଙ୍କ୍ସ ଅଥବା ସାମ୍ପେନ୍‌ ରଖିବା ପାଇଁ ଏକ ହୋଲ୍ଡର ତଥା ସାଉଣ୍ଡ ସିଷ୍ଟମ୍‌ ଆଦିର ସୁବିଧା ରହିଛି। ତା’ସହିତ ଶରୀରର ଥକ୍କାପଣକୁ ଦୂର କରିବା ପାଇଁ ଏହି ଖଟରେ ରହିଥିବା ଗଦିରେ ଏକ ସ୍ବତନ୍ତ୍ର ଧରଣର ମସାଜ୍‌ ୟୁନିଟ୍‌ ମଧ୍ୟ ଲଗାଯାଇଛି। ଏଥିସହିତ ପ୍ରେମୀଯୁଗଳ ବା ନବଦମ୍ପତିଙ୍କ ଜୀବନରେ ପ୍ରେମର ରଙ୍ଗ ଭରିଦେବା ପାଇଁ ଏହି ଖଟକୁ ସମ୍ପୂର୍ଣ୍ଣ ନାଲି ରଙ୍ଗରେ ଡିଜାଇନ୍‌ କରାଯାଇଛି; ସେଥିପାଇଁ ଏହାର ଦାମ୍‌ ପ୍ରାୟ ୫୦ ହଜାର ଡଲାର୍‌ ରଖାଯାଇଛି। ସ୍ଫେୟର୍‌ ବେଡ୍‌ ନାମରେ ପରିଚିତ ଏହି ବେଡ୍‌ର ଆକର୍ଷଣୀୟ ରୂପ ହିଁ ଏହାକୁ ଅଧିକ ଲୋକପ୍ରିୟ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ଏତେ ଲମ୍ବା ଗୋଡ଼ !

ଟେକ୍ସାସ୍‌, ସେଦାର ପାର୍କର ୧୭ ବର୍ଷୀୟା ମ୍ୟାକି କୁରାନ। ତାଙ୍କୁ ଦେଖିଲେ ଲାଗିବ ସତେ ଯେମିତି ସେ ଏକ ଲମ୍ବା ବାଉଁଶ। କାରଣ ଏଇ ବୟସରେ...

ସୁନାଚେନ୍‌ର କେଶ

ଆଜିକାଲି ନାନା ପ୍ରକାରର ହେୟାର ଷ୍ଟାଇଲ ଲୋକେ କରୁଛନ୍ତି। ଖାସ୍‌କରି ସେଲିବ୍ରିଟି ଯେଉଁଭଳି ହେୟାରଷ୍ଟାଇଲ କରନ୍ତି ସାଧାରଣ ଲୋକେ ତାକୁ ଅନୁକରଣ କରନ୍ତି। ମେକ୍ସିକୋର ର଼୍ୟାପର୍‌...

ଘର କାମ କରିବ ଏହି ରୋବୋ

ଘର କାମ ପାଇଁ ଆଜିକାଲି ପ୍ରାୟ ସମସ୍ତେ ଚାକର ଚାକରାଣୀ ରଖୁଛନ୍ତି। ହେଲେ ସେମାନେ ସବୁ ସମୟରେ ମନ ଦେଇ କାମ କରି ନ ଥାଆନ୍ତି...

ବ୍ଲୁ ଟୁଥ୍‌ ନାମ କାହିଁକି ହେଲା

ବ୍ଲୁଟୁଥ୍‌ ଏକ ଓ୍ବେରଲେସ୍‌ ଟେକ୍ନୋଲୋଜି। ଯାହାକି ସାରା ପୃଥିବୀରେ ବେଶ୍‌ ଲୋକପ୍ରିୟ। ତେବେ ଜାଣନ୍ତିକି କମ୍‌ ରେଞ୍ଜରେ ଥିବା ଡିଭାଇସ୍‌କୁ ଯୋଡ଼ିବା ଲାଗି ବ୍ୟବହାର କରାଯାଉଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri