Posted inଖେଳ

ସ୍ପିନରଙ୍କ ଆଗରେ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ୍‌ ଧରାଶାୟୀ

କଲମ୍ବୋ,୨୮।୭: ଘରୋଇ ଶ୍ରୀଲଙ୍କା ସ୍ପିନରଙ୍କ ଆଗରେ ଧରାଶାୟୀ ହୋଇଛି ଭାରତୀୟ ଦଳର ବ୍ୟାଟିଂ ଲାଇନଅପ୍‌। ସ୍ପିନରଙ୍କୁ ସୁହାଉଥିବା ପିଚ୍‌ରେ ଶ୍ରୀଲଙ୍କା ଆଗରେ ୧୩୩ ରନ୍‌ର ସାଧାରଣ ଟାର୍ଗେଟ ଛିଡ଼ା କରିଛି ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୨୦ ଓଭରରେ ୫ ଉଇକେଟ ୧୩୨ ରନ୍‌ କରିବାକୁ ସକ୍ଷମ ହୋଇଛି। ଦଳ ପାଇଁ ଅଧିନାୟକ ଧାଓ୍ବନ ୪୦, ଦେବଦତ୍ତ ପାଡିକଲ ୨୯ ଓ ରୁତୁରାଜ ଗାଏକ୍ୱାଡ଼ ୨୧ ରନ୍‌ କରି ଆଉଟ୍‌ ହୋଇଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ଅକିଲା ଧନଞ୍ଜୟ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Viral Video: ବିବାହରେ ବରବଧୂଙ୍କୁ ବନ୍ଧୁମାନେ ଉପହାରରେ ଦେଲେ ‘ନୀଳ ଡ୍ରମ’, ପରେ ଯାହା ହେଲା ଦେଖିଲେ…

ଉତ୍ତର ପ୍ରଦେଶର ହମିରପୁରରେ ଏକ ନବ ବିବାହିତ ଦମ୍ପତିଙ୍କୁ ବିବାହ ମଞ୍ଚରେ ସେମାନଙ୍କ ବନ୍ଧୁମାନେ ଏକ ନୀଳ ଡ୍ରମ ଉପହାର ଦେଇଥିଲେ। ଏହି ଭିଡିଓ ଆଜିକାଲି...

୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍‌ ଜାଣିଲେ ଉଡିବ ହୋସ

ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି।...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ...

ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ...

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି।...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା

ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image