Posted inଫୁରସତ

କ୍ରୀଡ଼ା ସୃଷ୍ଟି କରେ ନୂଆ ସମ୍ପର୍କ

ପୃଥିବୀରେ ବିଭିନ୍ନ ଦେଶର ଲୋକଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସୃଷ୍ଟି କରିବା କ୍ଷେତ୍ରରେ କ୍ରୀଡ଼ାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହାକୁ ଦୃଷ୍ଟିରେ ରଖି କ୍ରୀଡ଼ା ସମ୍ପର୍କରେ ସଚେତନତା ଲାଗି ପ୍ରତିବର୍ଷ ଜୁନ୍‌ ୨୩ରେ ଅନ୍ତର୍ଜାତୀୟ ଅଲିମ୍ପିକ ଦିବସ ପାଳନ କରାଯାଇଥାଏ। ଅଲିମ୍ପିକ ଗେମ୍ସ ହେଉଛି ଏକ ଅନ୍ତର୍ଜାତୀୟ କ୍ରୀଡା ଇଭେଣ୍ଟ। ପ୍ରତି ଚାରି ବର୍ଷରେ ଗ୍ରୀଷ୍ମ ଏବଂ ଶୀତକାଳୀନ ଅଲିମ୍ପିକ୍‌ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ବିଭିନ୍ନ ପ୍ରତିଯୋଗିତାରେ ପୃଥିବୀର ବିଭିନ୍ନ ଦେଶର ହଜାର ହଜାର ଆଥଲେଟ ଅଂଶଗ୍ରହଣ କରିଥାନ୍ତି।

ଲୋକଙ୍କ ଜୀବନରେ ଖେଳ ଏବଂ ଖେଳର ମହତ୍ୱକୁ ଚିହ୍ନିତ କରିବା ଏବଂ ବୟସ, ଲିଙ୍ଗ, ବର୍ଣ୍ଣ କିମ୍ବା ଧର୍ମ ର୍ନିବିଶେଷରେ ସମଗ୍ର ପୃଥିବୀର ଲୋକଙ୍କୁ କ୍ରୀଡ଼ାରେ ଅଂଶଗ୍ରହଣ କରିବା ଲାଗି ପ୍ରୋତ୍ସାହିତ କରିବା ଅନ୍ତର୍ଜାତୀୟ ଅଲିମ୍ପିକ ଦିବସର ମୁଖ୍ୟ ଲକ୍ଷ୍ୟ। ପ୍ୟାରିସର ସୋରବୋନେ ଠାରେ ୨୩ ଜୁନ ୧୮୯୪ ରେ ଆଧୁନିକ ଅଲିମ୍ପିକ ଗେମ୍ସର ଜନ୍ମକୁ ସ୍ମରଣ କରିବା ପାଇଁ ୧୯୪୮ରେ ଅନ୍ତର୍ଜାତୀୟ ଅଲିମ୍ପିକ ଦିବସ ଆରମ୍ଭ କରାଯାଇଥିଲା। କ୍ରୀଡ଼ା ମାଧ୍ୟମରେ କିଭଳି ବସୁଧୈବ କୁଟୁମ୍ବକମ୍‌ ଉଦ୍ଦେଶ୍ୟ ପୂରଣ କରାଯିବ ତାହା ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri