Categories: ବାଣିଜ୍ୟ

ପି.ସି.ଚନ୍ଦ୍ରା ଜୁଏଲର୍ସର ବସନ୍ତ ଉତ୍ସବ

ଭୁବନେଶ୍ୱର,୧୨।୩: ପି.ସି ଚନ୍ଦ୍ରା ଜୁଏଲର୍ସର ବହୁ ପ୍ରତୀକ୍ଷିତ ‘ବସନ୍ତ ଉତ୍ସବ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଉତ୍ସବ ୨୦୨୪ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଓ ଅପ୍‌ଲାଇନ ବା ଏକ୍ସକ୍ଲୁସିଭ ଷ୍ଟୋରଗୁଡ଼ିକରେ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ ଗ୍ରାହକ ଆକର୍ଷଣୀୟ ଡିଜାଇନ ଓ ଅଫର ସାଙ୍ଗକୁ ରିହାତିର ମଧ୍ୟ ସୁବିଧା ପାଇପାରିବେ ବୋଲି ପି.ସି ଚନ୍ଦ୍ରା ପକ୍ଷରୁ କୁହାଯାଇଛି।

Share