Posted inଖେଳ

ଅକ୍‌ଶନ ପରେ ସନରାଇଜର୍ସରୁ ଅଲଗା ହେଲେ କାଟିଚ

ବାଙ୍ଗାଲୁରୁ,୧୮।୨: ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଓ ଏହାର ଆସିଷ୍ଟାଣ୍ଟ କୋଚ୍‌ ସାଇମନ କାଟିଚ୍‌ ଅଲଗା ହୋଇଯାଇଛନ୍ତି। ଦେଶରେ କଡ଼ା ବାୟୋ ସିକ୍ୟୁରିଟି କଟକଣା ଓ ପାରିବାରିକ ସମସ୍ୟା କାରଣରୁ ଆଗାମୀ ଆଇପିଏଲ ଲାଗି ନିଜକୁ ଅନୁଉପଲବ୍ଧ କରିଛନ୍ତି କାଟିଚ୍‌।

“ ଆଇପିଏଲ ଓ ଏହା ପୂର୍ବରୁ ହେବାକୁ ଥିବା କ୍ୟାମ୍ପ ପାଇଁ ତାଙ୍କୁ ଏଠାରେ ଅଢ଼େଇ ମାସ ରହିବାକୁ ପଡ଼ିଥାନ୍ତା। ବାୟୋ ବବଲ କଟକଣାରେ ଏତେ ଦିନ ରହିବା କଷ୍ଟକର ବୋଲି ସେ ଅନୁଭବ କରୁଛନ୍ତି। ଏଥିସହିତ ସେ ତାଙ୍କର ପାରିବାରିକ ସମସ୍ୟା ସମ୍ପର୍କରେ ମଧ୍ୟ ଜଣାଇଥିଲେ। ଆମେ ତାଙ୍କ ଠାରୁ ଅଲଗା ହେବାକୁ ରାଜି। ଆମେ ଖୁବ୍‌ ଶୀଘ୍ର ତାଙ୍କ ରିପ୍ଲେସମେଣ୍ଟ ଘୋଷଣା କରିବୁ” ବୋଲି ହାଇଦ୍ରାବାଦ୍‌ ଫ୍ରାଞ୍ଚାଇଜ ପକ୍ଷରୁ କୁହାଯାଇଛି।

କାଟିଚ୍‌ଙ୍କୁ ଦୁଇ ମାସ ତଳେ ଆସିଷ୍ଟାଣ୍ଟ କୋଚ୍‌ ଭାବେ ନିଯୁକ୍ତ କରିଥିଲା ଏହି ଫ୍ରାଞ୍ଚାଇଜ। ଏଥି ପୂର୍ବରୁ ସେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସହ ଯୋଡ଼ି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri