Categories: ଖେଳ

ଏସଆରଏଚ ଜିତିଲା ଟସ, ପ୍ରଥମେ ବୋଲିଂ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଛି।
ଏସଆରଏଚ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଆଡେନ ମାର୍କ୍ରମଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଏମଆଇ ଟିମ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share