୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ ଚଳାଚଳ କରିବ। ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ। ରେଳବାଇ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପାତାକା ଦେଖାଇ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି।

Share