Categories: ଖେଳ

ଅଷ୍ଟ୍ରେଲିଆ ଆଗରେ ୨୧୦ ରନ୍‌ର ଟାର୍ଗେଟ୍‌

ଲକ୍ଷ୍ନୌ,୧୬।୧୦: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ସୋମବାର ଶ୍ରୀଲଙ୍କା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦିନିକିଆ ବିଶ୍ବକପର ୧୪ତମ ଖେଳାଯାଉଛି। ମ୍ୟାଚରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୨୦୯ରେ ସୀମିତ ରହିଛି। ଫଳରେ ଅଷ୍ଟ୍ରେଲିଆ ପାଇଁ ୨୧୦ ରନ୍‌ର ଟାର୍ଗେଟ୍‌ ରହିଛି।

 

Share