Categories: ଖେଳ

ଟସ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ,୨।୧୦: ମହାରାଷ୍ଟ୍ରର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ବିଶ୍ୱକପ ୨୦୨୩ର ୩୩ତମ ମ୍ୟାଚ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି।
ଶ୍ରୀଲଙ୍କା ଅଧିନାୟକ କୁଶଳ ମେଣ୍ଡିସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି।

Share