Categories: ଖେଳ

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ସାରଜା, ୩।୯ : ଟି-୨୦ ବିଶ୍ୱକପ୍‌ର ସୁପର ୪ ମ୍ୟାଚ୍‌ରେ ବି-୧ ଏବଂ ବି-୨ ମଧ୍ୟରେ ଶନିବାର ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳା ଯାଉଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ସାରଜାର କ୍ରିକେଟ ୍ଯଯାଡ଼ିୟମ୍‌ରେ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ଦଳ ସହିତ ବୋଲିଂ ପାଇଁ ପଡ଼ିଆକୁ ଓହ୍ଲାଇଛନ୍ତି। ଅପରପକ୍ଷରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବୀଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରିଛି।

Share