ଆସନ୍ତାକାଲି ୩ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ,୧୪।୯: ଆସନ୍ତାକାଲି ଅର୍ଥାତ୍‌ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍‌ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ, ବୈଷ୍ଣବସମ୍ମତ ବିଜୟା ଏକାଦଶୀ ଉପବାସ। ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ।

ଫଳରେ ୩ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୌରାଣିକ କିମ୍ବଦନ୍ତୀ ଅନୁସାରେ ଭଗବାନ୍‌ ନେଇଥିବା ଦଶ ଅବତାର ମଧ୍ୟରୁ ବାମନ ଅବତାର ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri