ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ, ୩୧।୭: ଶ୍ରୀମନ୍ଦିରରେ ସୋମବାର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ସର୍ବସାଧାରଣ ଦର୍ଶନ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ବନ୍ଦରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ହଇରାଣ କରୁଛି ପୋଲିସ; ପଦକ୍ଷେପ ନେବାକୁ …

କଟକ,୮୧(କାର୍ତ୍ତିକ ସାହୁ): କେତେଜଣ ପୋଲିସ ଅଧିକାରୀ ଯଥେଷ୍ଟ କାରଣ ନ ଥାଇ ଅଥବା ନିଜ ସ୍ବାର୍ଥ ସାଧନ ପାଇଁ ସାଧାରଣ ଲୋକଙ୍କୁ ହଇରାଣ କରୁଛନ୍ତି। ଏପରିକି...

ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ...

ଗଞ୍ଜେଇ ଚାଷରେ ସମ୍ପୃକ୍ତ ୨ ଜେଲ ଗଲେ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର)-ବେଆଇନ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବୋରେଇ ଗାଁର ଇଣ୍ଡମ ବଡ଼ ରଇତ ଏବଂ କେଶବ...

୩ ଧାନମଣ୍ଡି ଉଦ୍‌ଘାଟିତ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡଡୁମୁଳା ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ମଙ୍ଗଳବାର ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ସମବାୟ ସମ୍ପାଦକ ଶେଷକାନ୍ତ...

କଣାସ ବ୍ଲକରେ ଫଳକଭଙ୍ଗା ରାଜନୀତି

କଣାସ,୮ା୧(ବିଭୁତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ବ୍ଲକର ନୂଆଜଗନ୍ନାଥ ସଡ଼କ ବାଦୁରାବର ଠାରୁ ବଡ଼ାଲ, ଗୋପୀନାଥପୁର ଦେଇ କରମଳାକୁ ସଂଯୋଗ କରୁଥିବା ରାସ୍ତାର ଶିଳାନ୍ୟାସ ଜାନୁଆରୀ...

ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ

ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର...

ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର

ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା...

ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri