କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର,୧୧।୭: ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଜନୈକ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ କରାଯାଇଛି।

ଶ୍ରୀକ୍ଷେତ୍ରରେ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ଖସି ପଡିଥିଲେ। ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଦୁଃଖ ପ୍ରକାଶ କରୁଛନ୍ତି। ଏଥିସହ ପ୍ରଶାସନର ଅବହେଳା ଯୋଗୁ ଏଭଳି ଘଟିଥିବା ଦାବି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର...

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri